ଭଞ୍ଜନଗର,୮।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ତାରସିଂ ପୋଲିସ ସୋମବାର ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ କରି ୧୫ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ନଗଦ ୧୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା, ୨ଟି ସାଇକେଲ ଜବତ ହୋଇଛି। ଗିରଫ ଅଭିଯୁକ୍ତମାନଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଛି।
ଭଞ୍ଜନଗର,୮।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ତାରସିଂ ପୋଲିସ ସୋମବାର ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ କରି ୧୫ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ନଗଦ ୧୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା, ୨ଟି ସାଇକେଲ ଜବତ ହୋଇଛି। ଗିରଫ ଅଭିଯୁକ୍ତମାନଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଛି।
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...
ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
