ବୁଗୁଡ଼ା,୨୪।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅନ୍ତର୍ଗତ ବିଷ୍ଣୁଚକ୍ର ଗ୍ରାମର ଏକ ଆମ୍ବତୋଟାରେ ଜୁଆଖେଳ ଚାଲିଥିଲା। ଖବର ପାଇ ବାଲିପଦର ଫାଣ୍ଡି ଅଧିକାରୀ ଭଗବାନ ପୂଜାରୀ ସଦଳବଳେ ସେଠାରେ ଚଢ଼ାଉକରି ୫ ଜଣଙ୍କୁ ଗିରଫ କରିଉନ୍ତି। ସେମାନଙ୍କଠାରୁ ୮ ହଜାର ୨ ଶହ ଟଙ୍କା ଜବତ କରାଯାଇଛି। ସମସ୍ତ ଅଭିଯୁକ୍ତ ବିଷ୍ଣୁଚକ୍ର ଗ୍ରାମର ବୋଲି ଜଣାପଡିଛି। ଏ ନେଇ ବୁଗୁଡା ଥାନାରେ କେଶ ନଂ. ୯୯/୨୦ରେ ଏକ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ଚିତରଞ୍ଜନ ବେହେରା କହିଛନ୍ତି।
Posted inଅପରାଧ, ଆମ ଜିଲା ଖବର, ଗଞ୍ଜାମ View All
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…
କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…
ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….
ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…
ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ
ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
Archives

