ଜୁନାଗଡରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ଜୁନାଗଡ,୨।୧୦(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସଂସ୍‌ୃତି ଭବନଠାରେ ମଙ୍ଗଳବାର ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ବ୍ଲକ ବିଜେଡି ସଭାପତି ପ୍ରମୋଦ ବେହେରାଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ଶକ୍ତି, ଶିଳ୍ପ,ଏମଏସଏମଇ ତଥା ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟ ଶଙ୍କର ମିଶ୍ର ଯୋଗଦେଇ ବିଜେଡିକୁ ଶକ୍ତିଶାଳୀ କରିବାକୁ ହେଲେ ତୃଣମୂଳସ୍ତରରେ ସଭ୍ୟ ସଂଗ୍ରହ କରିବା ପାଇଁ କର୍ମୀଙ୍କୁ ଆହ୍ବାନ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଜିଲା ସଭାନେତ୍ରୀ କଲ୍ୟାଣୀ ନାଏକ, ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ତୁଳେଶ୍ୱର ନାଏକ, ଜୁନାଗଡ ବ୍ଲକ ସରପଞ୍ଚ ସଂଘ ସଭାପତି ଅଜୟ କୁମାର ବେହେରା, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ମହେଶ ସାହୁ, ବିଶ୍ୱନାଥ କର, ପ୍ରଦ୍ୟୁମ୍ନ ରାଉତ, ଚିଚୈଗୁଡା ସରପଞ୍ଚ ସୁଧିରା ମେହେର ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଛୋରିଆଗଡ ସମିତିସଭ୍ୟ ପ୍ରେମଲାଲ ନାଏକଙ୍କ ସମେତ ଅନେକ ବ୍ୟକ୍ତି ବିଜେଡିରେ ଯୋଗଦେଇଥିଲେ। ଏଥିରେ ଜୁନାଗଡ ବ୍ଲକ ଓ ଏନ୍‌ଏସିର ଶତାଧିକ ଦଳୀୟ ମହିଳା, ପୁରୁଷ ସଭ୍ୟାସଭ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri