Posted inଖେଳ

ଜୁନିୟର ଶୁଟିଂ ବିଶ୍ୱକପ୍‌: ବିଜୟବୀରଙ୍କୁ ତୃତୀୟ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୧୭ା୭ (ପି.ଟି.)-ଜର୍ମାନୀର ସୁଲ୍‌ଠାରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌ ଜୁନିୟର ଶୁଟିଂ ବିଶ୍ୱକପ୍‌ରେ ବିଜୟବୀର ସିଦ୍ଧୁ ତାଙ୍କର ତୃତୀୟ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ସେ ଏବଂ ରାଜକନଓ୍ବର ସିଂ ସାନ୍ଧୁ ଓ ଆଦର୍ଶ ସିଂଙ୍କୁ ନେଇ ଭାରତୀୟ ଦଳ ୨୫ ମିଟର ପୁରୁଷ ଇଭେଣ୍ଟ ଜିତିଛନ୍ତି। ପ୍ରତିଯୋଗିତାରେ ଆଦର୍ଶଙ୍କ ପାଇଁ ଏହା ହେଉଛି ଦ୍ୱିତୀୟ ସ୍ବର୍ଣ୍ଣ। ମଙ୍ଗଳବାର ଥିଲା ପ୍ରତିଯୋଗିତାର ତୃତୀୟ ଦିବସ। ଭାରତ ଏପର୍ଯ୍ୟନ୍ତ ୭ ସ୍ବର୍ଣ୍ଣ ସହ ମୋଟ ୧୬ ପଦକ ସହ ଟେବୁଲର ଶୀର୍ଷରେ ରହିଛି। ମଙ୍ଗଳବାର ଭାରତ ଏହାର ଦ୍ୱିତୀୟ ପଦକ ୧୦ ମିଟର ଏୟାର ରାଇଫଲ ଇଭେଣ୍ଟରେ ପାଇଥିଲା। ହୃଦୟ ହଜାରିକା, ୟାଶ ବର୍ଦ୍ଧନ ଏବଂ ପାର୍ଥ ମାଖିଜାଙ୍କୁ ନେଇ ଭାରତୀୟ ଟିମ୍‌ ମୋଟ ୧୮୭୭.୪ ପଏଣ୍ଟ ସ୍କୋର କରି ରୌପ୍ୟ ଜିତିଥିଲା। ସ୍ବର୍ଣ୍ଣ ଜିତିଥିବା ଚାଇନିଜ ଟିମ୍‌ଠାରୁ ମାତ୍ର 0.୪ପଏଣ୍ଟ ପଛରେ ରହିଥିଲା। ଏହି ପ୍ରକ୍ରିୟାରେ ଚାଇନା ଜୁନିୟର ବିଶ୍ୱରେକର୍ଡ ସମକକ୍ଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri