୨୦ରେ ପାଟକୁରା ନିର୍ବାଚନ: ୨୪ରେ ଭୋଟଗଣତି

ଭୁବନେଶ୍ୱର,୪।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନ ଲାଗି ଗୁରୁବାର ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଆସନ୍ତା ୨୦ ତାରିଖରେ ଏହି ଆସନ ଲାଗି ଭୋଟ ଗ୍ରହଣ କରାଯିବ। ସେହିଭଳି ଜୁଲାଇ ୨୪ରେ ଭୋଟଗଣତି, ୨୬ ସୁଦ୍ଧା ନିର୍ବାଚନର ସମସ୍ତ ପ୍ରକ୍ରିୟା ଶେଷ ହେବ ବୋଲି ଧାର୍ଯ୍ୟ ହୋଇଛି। ତାରିଖ ଘୋଷଣା ସହ ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି।
ପ୍ରକାଶଯୋଗ୍ୟ, ଚତୁର୍ଥ ପର୍ଯ୍ୟାୟରେ ପାଟକୁରା ନିର୍ବାଚନମଣ୍ଡଳୀ ନିର୍ବାଚନ ଲାଗି ଦିନଧାର୍ଯ୍ୟ କରାଯାଇଥିଲା। ହେଲେ ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ ପରେ ନିର୍ବାଚନ ସ୍ଥଗିତ ହୋଇଥିଲା। ପରବର୍ତ୍ତୀ ସମୟରେ ମେ ୧୯ରେ ନିର୍ବାଚନ ହୋଇଥାନ୍ତା, ମାତ୍ର ବାତ୍ୟା ‘ଫନୀ’ ପାଇଁ ନିର୍ବାଚନକୁ ପୁଣି ୨ ମାସ ଘୁଞ୍ଚାଇ ଦିଆଯାଇଥିଲା। ତେବେ ଏହି ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଭାବେ ସାବିତ୍ରୀ ଅଗ୍ରଓ୍ବାଲ ଏବଂ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri