ଜୁଲାଇ ୨୧ରେ ସ୍ବତନ୍ତ୍ର ଓଜେଇଇ

ଭୁବନେଶ୍ୱର,୩୦ା୬(ବ୍ୟୁରୋ)- ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ ଦ୍ୱିତୀୟ ସ୍ବତନ୍ତ୍ର ଓଜେଇଇ। ଏଥିଲାଗି ରବିବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଛାତ୍ରୀଛାତ୍ରମାନେ ଜୁଲାଇ ୭ ତାରିଖ ପର୍ଯ୍ୟନ୍ତ ଏହି ଦ୍ୱିତୀୟ ପର୍ଯ୍ୟାୟ ଓଜେଇଇ ପାଇଁ ଆବେଦନ କରିପାରିବେ। ବିଟେକ୍‌ ସହ ବିଟେକ୍‌ ଲାଟେରାଲ୍‌ ଏଣ୍ଟ୍ରି, ଏମ୍‌ବିଏ, ଏମ୍‌ସିଏ ଏବଂ ଏମ୍‌ସିଏ ଲାଟେରାଲ୍‌ ଏଣ୍ଟ୍ରିରେ ନାମଲେଖା ପାଇଁ ଏହି ପରୀକ୍ଷା ହେବ। ଓଜେଇଇ ଭଳି ସମାନ ଢାଞ୍ଚାରେ ସ୍ବତନ୍ତ୍ର ଓଜେଇଇ ହେବ। ପରୀକ୍ଷା ପାଇଁ ଆବେଦନ କରିଥିବା ଛାତ୍ରୀଛାତ୍ରମାନେ ଜୁଲାଇ ୧୫ରୁ ଆଡମିଟ୍‌ କାର୍ଡ ଓ୍ବେବ୍‌ସାଇଟ୍‌ରୁ ଡାଉନ୍‌ଲୋଡ୍‌ କରିପାରିବେ। ୨୧ ତାରିଖ ପୂର୍ବାହ୍ନ ୧୦ଟାରୁ ୧୧ ପର୍ଯ୍ୟନ୍ତ ୧ ଘଣ୍ଟା ଧରି ପରୀକ୍ଷା ଅନୁଷ୍ଠିତ ହେବ। ଜୁଲାଇ ୨୫ରେ ପରୀକ୍ଷା ଫଳ ପ୍ରକାଶ ପାଇବ। ଯେଉଁ ଛାତ୍ରୀଛାତ୍ରମାନେ ଓଜେଇଇରେ ର଼୍ୟାଙ୍କ୍‌ ପାଇଛନ୍ତି ସେମାନେ ଏହି ପରୀକ୍ଷା ଦେବା ଆବଶ୍ୟକ ନାହିଁ ବୋଲି ଓଜେଇଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri