ଜୁଲାଇରେ ଆଧାର ଆଧାରିତ ନେଣଦେଣ ୨୨ କୋଟି ଟପିଲା

ନୂଆଦିଲ୍ଲୀ,୧୩-୮: ଜୁଲାଇରେ ଆଧାର ଆଧାରିତ ପେମେଣ୍ଟ ପ୍ରଣାଳିରେ ନେଣଦେଣ ୨୨ କୋଟି ଟପିଛିି। ନ୍ୟାଶନାଲ ପେମେଣ୍ଟ କର୍ପୋରେଶନ ଅଫ୍‌ ଇଣ୍ଡିଆ(ଏନ୍‌ପିସିଆଇ) ସୋମବାର କହିଛି ଯେ, ଆଧାର ଆଧାରିତ ପେମେଣ୍ଟ ବ୍ୟବସ୍ଥା ଦେଶରେ ଆର୍ଥିକ ଏକୀକରଣ କାର୍ଯ୍ୟକ୍ରମକୁ ଆଗେଇ ନେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଚଳିତବର୍ଷ ଜୁଲାଇରେ ଆଧାର ଆଧାରିତ ପେମେଣ୍ଟ ବ୍ୟବସ୍ଥାରେ ୯,୬୮୫.୩୫ କୋଟି ଟଙ୍କାର ୨୨.୦୧ କୋଟି ନେଣଦେଣ ହୋଇଛି। ଗତବର୍ଷର ଏହି ଅବଧିରେ ୮୮୬୭.୩୩ କୋଟି ଟଙ୍କାର ୧୯.୪୩ କୋଟି ନେଣଦେଣ ହୋଇଥିଲା। ସୂଚନାଥାଉ କି, ଆଧାର ଆଧାରିତ ପେମେଣ୍ଟ ବ୍ୟବସ୍ଥାରେ ବ୍ୟାଙ୍କ ପ୍ରତିନିଧିଙ୍କ ଦ୍ୱାରା ପିଓଏସ୍‌ ଅଥବା ମାଇକ୍ରୋ ଏଟିଏମ୍‌ ଜରିଆରେ ବ୍ୟାଙ୍କିଙ୍ଗ ନେଣଦେଣ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଭାରତୀୟ ମୁଦ୍ରାକୁ ବଡ଼ ଝଟ୍‌କା! ଡଲାର ତୁଳନାରେ ୫୬ ପଇସା ହ୍ରାସ ପାଇଲା ଟଙ୍କା

ନୂଆଦିଲ୍ଲୀ,୯।୬:  ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଘଟିବା ପରେ ଆମେରିକୀୟ ଡଲାର ଆହୁରି ପ୍ରଭାବଶାଳୀ ହୋଇଥିବାରୁ ଡଲାର ତୁଳନାରେ ଭାରତୀୟ ଟଙ୍କା ମୂଲ୍ୟ ପୁଣି…

ପୁଣି ବଢିବ ପେଟ୍ରୋଲ-ଡିଜେଲ ଦର? ଇରାନ-ଇସ୍ରାଏଲ ବିବାଦ ଯୋଗୁ ଅଶୋଧିତ ତୈଳ ଦର ବୃଦ୍ଧି, ଆଶଙ୍କାରେ ବିଶ୍ୱବାସୀ

ତେହରାନ,୮।୬: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନୂତନ ସଂଘର୍ଷ ଯୋଗୁ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇପାରେ। ଇସ୍ରାଏଲ ଇରାନ ବିରୁଦ୍ଧରେ ପ୍ରତିଶୋଧମୂଳକ…

CNG ଠାରୁ ବି ଶସ୍ତା ହେଲା ପେଟ୍ରୋଲ! ଦିଲ୍ଲୀରେ ଲିଟର ପ୍ରତି ମାତ୍ର ୮୨ଟଙ୍କାରେ ମିଳିଲା…

ନୂଆଦିଲ୍ଲୀ,୭।୬: ପଶ୍ଚିମ ଏସିଆ (ମିଡିଲ ଇଷ୍ଟ)ରେ ଜାରି ରହିଥିବା ଯୁଦ୍ଧ ଏବଂ ଆକାଶଛୁଆଁ ତେଲ ଦର ମଧ୍ୟରେ ଦିଲ୍ଲୀର ଗାଡ଼ି ଚାଳକଙ୍କ ପାଇଁ ଏକ ବେଶ ଆଶ୍ୱସ୍ତିକର…

୯୪୨ ଟଙ୍କା ପାର୍‌ ହେଲା ଘରୋଇ ସିଲିଣ୍ଡର, ଏବେ ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ କେତେ ଟଙ୍କା ସବସିଡି ପଠାଇବେ ସରକାର?

ନୂଆଦିଲ୍‌ଲୀ,୭।୬: ଘରୋଇ ଏଲପିଜି (LPG) ମୂଲ୍ୟରେ ପରିବର୍ତ୍ତନ କରାଯାଇଛି ଏବଂ ନୂଆ ଦର ରବିବାର, ୭ ଜୁନରୁ ଲାଗୁ ହୋଇଯାଇଛି। ସିଲିଣ୍ଡର ପିଛା ୨୯ ଟଙ୍କାର ସାମ୍ପ୍ରତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri