Posted inଜାତୀୟ

ଜେଇଏମ୍‌ ଆତଙ୍କୀ ମୃତ

ଶ୍ରୀନଗର ୨୩।୪: ଜମ୍ମୁ-କଶ୍ମୀରର ପୁଲଓ୍ବାମାଠାରେ ଗତ ଫେବୃଆରୀ ୧୪ ତାରିଖରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୪୦ରୁ ଅଧିକ ସିଆରପିଏଫ ଯବାନ ଶହୀଦ ହୋଇଥିଲୋ। ଏଥିରେ ସମ୍ପୃକ୍ତ ସମସ୍ତ ଜୈଶ-ଇ-ମହମ୍ମଦ (ଜେଇଏମ) ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି। ଚଳିତ ବର୍ଷ ରାଜ୍ୟରେ ମୋଟ ୬୬ ଆତଙ୍କବାଦୀଙ୍କୁ ସୁରକ୍ଷା କର୍ମୀମାନେ ହତ୍ୟା କରିଥିଲାବେଳେ ସେମାନଙ୍କ ମଧ୍ୟରେ ୨୭ ଜଣ ପାକ୍‌ ସମର୍ଥିିତ ଜେଇଏମ ସଦସ୍ୟ । ଆତଙ୍କବାଦ ପ୍ରତି ମୋଦି ସରକାରଙ୍କ କଠୋର ପଦକ୍ଷେପ ଯୋଗୁଁ ଏହା ସମ୍ଭବ ହୋଇପାରିଛି। ଗତ ୪୫ ଦିନ ମଧ୍ୟରେ ଜେଇଏମ୍‌ର ୧୯ ଜଣ ପ୍ରଶିକ୍ଷିତ ଜିହାଦୀଙ୍କୁ ସୁରକ୍ଷା କର୍ମୀମାନେ ହତ୍ୟା କରିଛନ୍ତନ୍ତି। ପୁଲଓ୍ବାମା ଆକ୍ରମଣ ପରେ ୪ ଜଣ ଜେଇଏମ ଆତଙ୍କବାଦୀଙ୍କୁ ହତ୍ୟା କରାଯାଇଥିଲାବେଳେ ଅନ୍ୟ ୪ ଜଣଙ୍କୁ ବିଭିନ୍ନ ସ୍ଥାନରୁ ଗିରଫ କରାଯାଇଥିଲା। ଫେବୃଆରୀ ୧୮ରେ ଦୁର୍ଦ୍ଦାନ୍ତ କମରାନ, ମାର୍ଚ୍ଚ ୧୧ରେ ମୁଦାଶିର ଅହମ୍ମଦ ଖାଁ ଓ ସାଜ୍ଜଦ ଭଟ୍ଟ ପ୍ରମୁଖ ସୁରକ୍ଷା କର୍ମୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri