ଜେଏନ୍‌ୟୁ ଆକ୍ରମଣ ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିକଲେ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ ଛାତ୍ରୀଛାତ୍ର

ପୁରୀ ଅଫିସ, ୭।୧: ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ରେ ଉପୁଜିଥିବା ଛାତ୍ର ଅଶାନ୍ତି ତୀବ୍ରରୂପ ନେବାରେ ଲାଗିଛି। ଏ ନେଇ ବିଭିନ୍ନ ଛାତ୍ର ସଙ୍ଗଠନ ରାଜରାସ୍ତାକୁ ଓହ୍ଲାଇଛନ୍ତି। ମଙ୍ଗଳବାର ପୁରୀସ୍ଥିତ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଛାତ୍ରୀଛାତ୍ର ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। କ୍ୟାମ୍ପସ୍‌ ଆଗରେ ଶତାଧିକ ଛାତ୍ରୀଛାତ୍ର ବିକ୍ଷୋଭ ପ୍ରଦର୍ଶନ କରିବା ସହ ଏହି ଆକ୍ରମଣ ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri