ଜେଟ୍‌ଲୀଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଦକ୍ଷ ଓକିଲ, ସଂସଦ ସଭ୍ୟ ଏବଂ ବିଦ୍ୱାନ୍‌ ଥିଲେ। ଗଣତନ୍ତ୍ର ପ୍ରତି ତାଙ୍କର ଯୋଗଦାନ ପ୍ରଗାଢ଼ ରହିଥିଲା ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି। ଏଥିସହ ଶୋକସନ୍ତପ୍ତ ପରିବାର, ବନ୍ଧୁ ଓ ପ୍ରଶଂସକଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

ପ୍ରକାଶଯୋଗ୍ୟ, ୧୯୫୨ ଡିସେମ୍ବର ୨୮ରେ ଜନ୍ମିତ ଜେଟ୍‌ଲୀ କିଛିଦିନ ଧରି ସ୍ବାସ୍ଥ୍ୟଗତ ସମସ୍ୟା ନେଇ ଏମ୍‌ସରେ ଭର୍ତ୍ତି ହୋଇଥିଲେ। ସେଠାରେ ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ତାଙ୍କର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୬ବର୍ଷ ହୋଇଥିଲା। ତେବେ ଜେଟ୍‌ଲୀଙ୍କ ଦେହାନ୍ତ ଖବର ପାଇବା ପରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ପେଟ୍ରୋଲ-ଡିଜେଲ କିଣିବା ଉପରେ ଲାଗିଲା କଟକଣା: ଏତିକି ଲିଟରରୁ ଅଧିକ ମିଳିବନି ତେଲ, ଉଲ୍ଲଂଘନ କଲେ ଜେଲ୍‌!

ନୂଆଦିଲ୍ଲୀ,୧୨।୬: ପେଟ୍ରୋଲ ଏବଂ ଡିଜେଲ ଯୋଗାଣକୁ ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରାଳୟ ପେଟ୍ରୋଲ ପମ୍ପଗୁଡ଼ିକରୁ ଇନ୍ଧନ…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ପଢ଼ିବେ ଛାତ୍ରୀଛାତ୍ର, ଖର୍ଚ୍ଚର ବୋଝ ଆଉ…

ଭୁବନେଶ୍ୱର,୧୨ା୬: ମୋହନ ସରକାରକୁ ଶୁକ୍ରବାର ପୂରିଛି ୨ ବର୍ଷ। ଏହି ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଅଭିଭାଷଣ ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଠିକ୍‌…

NEET Re-Exam ପରୀକ୍ଷାରେ ବଡ଼ ପରିବର୍ତ୍ତନ, ପରୀକ୍ଷା ସମୟ ଅବଧି…..

ନୂଆଦିଲ୍ଲୀ,୧୨।୬: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) NEET ପୁନଃପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ଏହି ପ୍ରକ୍ରିୟାର ଏକ ଅଂଶ ଭାବରେ, NTA କିଛି ପରିବର୍ତ୍ତନ…

ସନ୍ଧ୍ୟାରେ ମନ୍ଦିରରେ ତାଲା ଦେଇ ଯାଇଥିଲେ ପୂଜାରୀ, ସକାଳକୁ ଗଲା ବେଳକୁ ଯାହା ଦେଖିଲେ…

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ଗ୍ରାମ ଶ୍ରୀ ତୁମ୍ବେଶର ଶୈବପୀଠ ପରିସରରେ ଥିବା ଦାନବାକ୍ସକୁ କେହି ଦୁର୍ବୃତ୍ତ ଭାଙ୍ଗି…

ଓଡ଼ିଶା ଛୁଇଁଲା ମୌସୁମୀ, ରଜ ପୂର୍ବରୁ…

ଭୁବନେଶ୍ୱର,୧୨ା୬: କେରଳରେ ମୌସୁମୀ ବାୟୁ ପ୍ରବେଶ କରିବା ପରେ ଓଡ଼ିଶାରେ ପ୍ରବେଶ କରିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri