Posted inଖେଳ

ଜେଭରେଭଙ୍କୁ ଜେନେଭା ଓପନ ଟାଇଟଲ

ଜେନେଭା,୨୬।୫- ଜର୍ମାନୀର ଆଲେକଜାଣ୍ଡର ଜେଭରେଭ ଏଠାରେ ଚାଲିଥିବା ଜେନେଭା ଓପନ ଟାଇଟଲ ଜିତି ଆଗାମୀ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ସୂଚନା ଦେଇଛନ୍ତି। ବର୍ଷା ବାଧାପ୍ରାପ୍ତ ଫାଇନାଲରେ ଚିଲିର ନିକୋଲାସ ଜେରିଙ୍କୁ ୬-୩, ୩-୬, ୭-୬(୮/୬) ସେଟ୍‌ରେ ହରାଇ ଦେଇଛନ୍ତି। ମ୍ୟାଚ୍‌ ଜିତିବା ପାଇଁ ଜେଭରେଭଙ୍କୁ ଅଢ଼େଇ ଘଣ୍ଟାରୁ ଅଧିକ ସମୟ ଧରି କଡ଼ା ସଂଘର୍ଷର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଗତ ବର୍ଷ ଇଟାଲିଆନ ଓପନ ଜିତିବା ପରେ ୨୨ ବର୍ଷୀୟ ଖେଳାଳିଙ୍କ ଏହା ପ୍ରଥମ କ୍ଲେ କୋର୍ଟ ଟାଇଟଲ। ଏଥିସହ ଚଳିତ ବର୍ଷ ପ୍ରଥମ ଟାଇଟଲ ହାସଲ କରିଛନ୍ତି। ରୋଲାଣ୍ଡ ଗାରୋସରେ ୫ମ ସିଡ୍‌ ମାନ୍ୟତା ପାଇଥିବା ଜେଭରେଭ ପ୍ରଥମ ରାଉଣ୍ଡରେ ଅଷ୍ଟ୍ରେଲିଆର ଜନ ମିଲମ୍ୟାନଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ଟିମ ଇଣ୍ଡିଆରେ ବଡ଼ ଓଲଟପାଲଟ: ରୋହିତଙ୍କୁ ଦଳରୁ ବାହାର କଲା BCCI, କ୍ରିକେଟ ଜଗତରେ ହଇଚଇ

ମୁମ୍ବାଇ,୮।୯: ବୟସ ସମ୍ପର୍କିତ ଅନିୟମିତତା ଅଭିଯୋଗରେ ଭାରତୀୟ ଅଣ୍ଡର-୧୯ ଦଳରୁ ବାଦ୍‌ ପଡ଼ିଛନ୍ତି ରୋହିତ ଯାଦବ। ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ହେବାକୁ ଥିବା ଦିନିକିଆ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri