ଜେଲ ଗଲେ ଆଶୀର୍ବାଦ ବେହେରା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ଶେଷରେ ଜେଲ୍‌ ଯିବାକୁ ପଡ଼ିଛି। ଭୁବନେଶ୍ୱର ସିବିଆଇ କୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରିଦେବାରୁ ଗୁରୁବାର ସେ ଜେଲ ଯାଇଛନ୍ତି। ଅର୍ଥତତ୍ତ୍ୱ (ଏଟି) ଚିଟ୍‌ଫଣ୍ଡ ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଏଥିସହ ହୋଟେଲ ମାଲିକ କମଳାକାନ୍ତ ଦାସଙ୍କୁ ମଧ୍ୟ ସିବିଆଇ ଗିରଫ କରିଛି। ଗୁରୁବାର ସକାଳେ ପାଖାପାଖି ୧୦ରୁ ୧୨ଜଣିଆ ସିବିଆଇ ଟିମ୍‌ ଆଶୀର୍ବାଦଙ୍କ ଘରେ ରେଡ୍‌ କରିଥିଲେ। ପୂର୍ବରୁ ତାଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଥିଲା ସିବିଆଇ। ଆଶୀର୍ବାଦଙ୍କ ସହ ଅନ୍ୟ ୨ଜଣଙ୍କ ନାମରେ ମଧ୍ୟ ଏହି ଚାର୍ଜଶିଟ୍‌ ଦାଖଲ ହୋଇଥିଲା। ପୂର୍ବରୁ ଚିଟ୍‌ଫଣ୍ଡ ମାମଲାରେ ଛନ୍ଦିହୋଇ ଏକାଧିକ ବାର ଆଶୀର୍ବାଦ ଜେରାର ସମ୍ମୁଖୀନ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଳୁ ଖୋଳୁଖୋଳୁ ମହାଦେବ…ବାଇକ୍-ମୋବାଇଲ୍ ବନ୍ଧକ ରଖି କରୁଥିଲେ ସୁଧ କାରବାର, ଘରୁ ଯାହା ବାହାରିଲା ପୋଲିସ ଦେଖି…

ମୋହନା,୧୧।୬(ମନ୍ମଥ ମିଶ୍ର): ବାଇକ, ଘର ପଟା ଓ ମୋବାଇଲ୍ ବନ୍ଧକ୍ ରଖି ବେଆଇନ୍ ରୁଣ କାରବାର ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ଅଡବା ପୋଲିସ ।…

ପୁଣି ହୃଦୟ ଜିତିଲେ ବୈଭବ ସୂର୍ଯବଂଶୀ, କିମ୍ବଦନ୍ତୀ କ୍ରିକେଟରମାନେ ଯାହା କହିଲେ ତାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୧।୬: ୨୦୨୬ ତ୍ରିରାଷ୍ଟ୍ରୀୟ A-ସିରିଜର ଏକ ଦୁର୍ବଳ ଆରମ୍ଭ ପରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଫର୍ମ ଫେରି ପାଇଛନ୍ତି। ଡାମ୍ବୁଲାରେ ଆଫଗାନିସ୍ତାନ A ବିପକ୍ଷରେ ଭାରତ A…

ଗେଦେ ବଂଶର ତୃତୀୟତମ ସମ୍ମିଳନୀ, ନିଜ ବଂଶଧର ଲୋକଙ୍କୁ ଚିହ୍ନିବା ପାଇଁ….

ଦାରିଙ୍ଗବାଡି,୧୧।୬(ଅରୁଣ ସାହୁ): ନିଜ ବଂଶଧର ଲୋକଙ୍କ ସହ ଯୋଡି ହେବା ସେମାନଙ୍କୁ ଚିହ୍ନିବା ଓ ଜାଣିବା ପାଇଁ ଏକ ପ୍ରୟାସ କରୁଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ ମଧ୍ୟରେ ମମତା ବାନାର୍ଜୀଙ୍କୁ ବଡ଼ ଝଟକା; ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ପ୍ରତିକ୍ରିୟା

କୋଲକାତା,୧୧।୬: ବିଧାନସଭାରେ ବିରୋଧୀ ଦଳ ନେତା (LoP) ପଦବୀକୁ ନେଇ ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ବିବାଦ ଦେଖାଦେଇଛି। କଲିକତା ହାଇକୋର୍ଟ ଏହି ମାମଲାରେ ତୁରନ୍ତ ହସ୍ତକ୍ଷେପ…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ ଏଣ୍ଟ୍ରି ମାରିଲାଣି ଚାଇନ, ଦେଉଛି ଏମିତି ଉପଦେଶ

ବେଜିଂ,୧୧।୬: ଆମେରିକା ଦ୍ୱାରା ଇରାନ ଉପରେ ପୁନଃ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟ ପୁଣି ଥରେ ଏକ ବଡ଼ ସଙ୍କଟ ଦ୍ୱାରା ଆକ୍ରାନ୍ତ ହୋଇଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri