Posted inଜାତୀୟ

ଜେଲ୍‌ ଯିବା ପୂର୍ବରୁ ଚିଦାମ୍ବରମ୍‌ଙ୍କୁ ଘାରିଲା ଭାରତର ଅର୍ଥନୀତି ଚିନ୍ତା

ନୂଆଦିଲ୍ଲୀ,୬।୯: ଆଇଏନଏକ୍ସ ମିଡିଆ ମାମଲାରେ ଗିରଫ ଚିଦାମ୍ବରମଙ୍କୁ ଶେଷରେ କୋର୍ଟ ତିହାର ଜେଲକୁ ପଠାଇ ଦେଇଛନ୍ତି। ସେ ଦୀର୍ଘ ୧୪ ଦିନ କାଳ ଅର୍ଥାତ ସେପ୍ଟେମ୍ବର ୧୯ ଯାଏ ତିହାର ଜେଲରେ ରହିବେ। ତିହାର୍‌ ଜେଲ୍‌ ଯିବା ପୂର୍ବରୁ ଚିଦାମ୍ବରମ୍‌ କେବଳ ଏତିକି କହିଥିଲେ, ମୋତେ କେବଳ ଏବେ ଭାରତର ଅର୍ଥନୀତି ଚିନ୍ତା ରହିଛି। ଏନେଇ ସେ କେନ୍ଦ୍ର ସରକାରଙ୍କୁ ଉପରେ ବର୍ଷିଥିଲେ। ତେବେ ତିହାର ଜେଲରେ ଏହି ପୂର୍ବତନ କେନ୍ଦ୍ର ଅର୍ଥ ଓ ଗୃହମନ୍ତ୍ରୀଙ୍କୁ କେଉଁ ସବୁ ସୁବିଧା ମିଳିବ, ସେନେଇ ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ଅବଶ୍ୟ ଜେଲର ଅନ୍ୟ କଏଦୀଙ୍କ ଭଳି ଚିଦାଙ୍କ ସହ ବ୍ୟବହାର କରାଯିବ ବୋଲି ତିହାର କର୍ତ୍ତୃପକ୍ଷ କହିଛନ୍ତି। ହେଲେ ଚିଦାଙ୍କ ଓକିଲ କପିଲ ଶିବଲ କୋର୍ଟରେ ତାଙ୍କୁ ଜେଲରେ ସ୍ବତନ୍ତ୍ର ସୁବିଧା ସୁଯୋଗ ଯୋଗାଇ ଦେବାକୁ ନିବେଦନ କରିଛନ୍ତି। ଏଥିସହ ସ୍ବତନ୍ତ୍ର ଚଷମା ନେବାକୁ କୋର୍ଟ ଅନୁମତି ଦିଅନ୍ତୁ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri