Posted inଜାତୀୟ

ଜେଲ୍‌ରୁ ୧୩ କଏଦୀ ମାରିଲେ ଚମ୍ପଟ୍‌: ସମସ୍ତେ ଥିଲେ କରୋନା ଆକ୍ରାନ୍ତ

ରେୱାରୀ,୯।୫: ହରିୟାଣାର ରେୱାରୀ ଜିଲାରେ ଏକ ଜେଲ୍‌ରୁ ୧୩ କଏଦୀ ଚମ୍ପଟ ମାରିଛନ୍ତି। ଏହି ସମସ୍ତ କଏଦୀ କରୋନା ଆକ୍ରାନ୍ତ ଥିଲେ। ଏବେ ସମସ୍ତଙ୍କ ଖୋଜା ଚାଲିଛି। ରାଜ୍ୟରେ ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ରେୱାରୀର ଫିଡେରୀ ଗାଁରେ ଥିବା ନୂଆ ଜେଲ୍‌କୁ କରୋନା ଜେଲରେ ପରିଣତ କରାଯାଇଛି। ଶନିବାର ରାତିରେ କଏଦୀମାନେ ବ୍ୟାରେକ ଗ୍ରିଲ କାଟି ଦଉଡି ତିଆରି କରି ଖସି ପଳାଇଥିଲେ।
ରବିବାର ସକାଳୁ ଘଟଣା ସମ୍ପର୍କରେ ଜଣାପଡିଥିଲା। ଏହା ପରେ ଉତ୍ତେଜନା ଦେଖାଦେଇଥିଲା। ଘଟଣାର ସୂଚନା ପାଇବା ପରେ ଏସପି ଅଭିଷେକ ଜୋରୱାଲ ନିଜେ ଘଟଣାସ୍ଥଳରେ ପହଞ୍ଚି ସମ୍ପୂର୍ଣ୍ଣ ତଥ୍ୟ ସଂଗ୍ରହ କରୁଛନ୍ତି।
ସୂଚନାଯୋଗ୍ୟ, ଜିଲ୍ଲାର ଫିଡେରୀ ଗାଁରେ ଏକ ନୂତନ ଜେଲ ନିର୍ମାଣ କରାଯାଇଛି ବୋଲି। କରୋନା ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ଫିଡେରୀ ଜେଲକୁ ପ୍ରାୟ ଏକ ସପ୍ତାହ ପୂର୍ବରୁ ରାଜ୍ୟର କୋଭିଡ ଜେଲ କରାଯାଇଥିଲା। ପ୍ରାୟ ୪୫୦ କୋଭିଡ ସଂକ୍ରମିତ କଏଦୀଙ୍କୁ ଏହି ଜେଲରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ନେଇ ସିଧା ପିଟିଦେଲେ ଦୋକାନ ଘରେ, ଆଉ ତା’ ପରେ…

ବାସୁଦେବପୁର,୧୨ା୧(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥ ପ୍ରସାଦ ପଞ୍ଚାୟତର ମିଶ୍ରପୁରଠାରେ ଏକ ଦୋକାନ ଘରକୁ ଧକ୍କା ଦେଇ ଦୁଇ ବାଇକ୍‌ ଆରୋହୀ...

T20 WC: ବାଂଲାଦେଶକୁ ମହଙ୍ଗା ପଡ଼ିଲା ଭାରତଠାରୁ ପଙ୍ଗା ନେବା, କୋଟି କୋଟି ଟଙ୍କାର କ୍ଷତି…, ଗୋଟିଏ ଝଟକାରେ ଶେଷ ହେଲା ସ୍ପନସରଶିପ!

ନୂଆଦିଲ୍ଲୀ,୧୨।୧: ଭାରତ ଏବଂ ବାଂଲାଦେଶ ମଧ୍ୟରେ ବଢୁଥିବା ଉତ୍ତେଜନାର ପ୍ରଭାବ ଏବେ କ୍ରୀଡ଼ା କ୍ଷେତ୍ର ଏବଂ ବ୍ୟବସାୟିକ ମହଲରେ ସ୍ପଷ୍ଟ ଭାବରେ ଦେଖାଯାଉଛି। ରିପୋର୍ଟ ଅନୁଯାୟୀ,...

ଇଂଲଣ୍ଡରୁ ମାଆ ମୃତ୍ୟୁର ସ୍କ୍ରିପ୍ଟ ନେଇ ଆସିଲେ ପୁଅ, ଗୁହାଳରେ ରହି ହତ୍ୟା ପରେ ଘର ପାଣିଟାଙ୍କିରେ….

ନୂଆଦିଲ୍ଲୀ,୧୨ା୧: ହରିୟାଣାର ଯମୁନାନଗରରୁ ଏକ ଖବର ସାମ୍ନାକୁ, ଯାହାକୁ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ଏହି କାହାଣୀଟି କୌଣସି ଫିଲ୍ମ ଥ୍ରୀଲରଠାରୁ କମ୍ ନୁହେଁ, କିନ୍ତୁ ଏହାର...

ସାବରମତି ଆଶ୍ରମ ନିକଟରେ ମୋଦିଙ୍କ ସହ ଗୁଡ଼ି ଉଡାଇଲେ ଜର୍ମାନ ଚାନ୍ସେଲର

ଅହମଦାବାଦ,୧୨।୧: ଜର୍ମାନ ଚାନ୍ସେଲର ଫ୍ରେଡ୍ରିଚ ମର୍ଜ ତାଙ୍କର ପ୍ରଥମ ଭାରତ ଗସ୍ତ ପାଇଁ ରବିବାର ରାତିରେ ଅହମଦାବାଦରେ ପହଞ୍ଚିଥିଲେ। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ...

ସିବିଆଇ ମୁଖ୍ୟାଳୟରେ ବିଜୟ ଥଲାପତି

ନୂଆଦିଲ୍ଲୀ,୧୨।୧: ଅଭିନେତାରୁ ନେତା ପାଲଟିଥିବା ଟିଭିକେ ମୁଖ୍ୟ ବିଜୟ ଥଲାପତି ସୋମବାର ସିବିଆଇ ମୁଖ୍ୟାଳୟରେ ପହଞ୍ଚିଛନ୍ତି। ଏହି ଅବରରେ ବିଜୟଙ୍କୁ କରୁର ଦଳାଚକଟା ଘଟଣାରେ ସିବିଆଇ...

T20 World Cup 2026: ବାଂଲାଦେଶରେ ମ୍ୟାଚ ଆୟୋଜନ ପାଇଁ ଦାବି କଲା ପାକିସ୍ତାନ, ICCର ହେଲା ଦ୍ୱାରସ୍ଥ

ନୂଆଦିଲ୍ଲୀ,୧୨।୧: ଭାରତ ଏବଂ ବାଂଲାଦେଶ ମଧ୍ୟରେ ମୁସ୍ତାଫିଜୁର ରହମାନକୁ ନେଇ ବିବାଦ ଏବେ ଏକ ନୂଆ ମୋଡ଼ରେ ପହଞ୍ଚିଛି। ରିପୋର୍ଟ ହୋଇଛି ଯେ ପାକିସ୍ତାନ କ୍ରିକେଟ...

ନୂଆ ଲୋକସେବା ଭବନ, ବିଧାନସଭା ପାଇଁ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ, ଖର୍ଚ୍ଚ ହେବ ଏତିକି କୋଟି…

ଭୁବନେଶ୍ୱର,୧୨ା୧: ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଗୋଟିଏ ସ୍ଥାନରେ...

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri