Posted inଜାତୀୟ

ଜେସିବି-ଡମ୍ପର ସମେତ ୯ ଗାଡ଼ିରେ ନିଆଁ ଲଗାଇଲେ ମାଓବାଦୀ

ଦନ୍ତଓ୍ବାଡା,୨୪।୧୧: ଛତିଶଗଡ଼ ଦନ୍ତଓ୍ବାଡାରେ ମାଓବାଦୀମାନେ ରାସ୍ତା ନିର୍ମାଣରେ ବ୍ୟବହାର କରାଯାଉଥିବା ଗାଡ଼ିରେ ନିଆଁ ଲଗାଇ ଦେଇଛନ୍ତି। ସ୍ଥାନୀୟ ଅଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥା ବୃଦ୍ଧି ପାଇଁ ସରକାରଙ୍କ ପକ୍ଷରୁ ରାସ୍ତା ନିର୍ମାଣ କରାଯାଉଥିବାବେଳେ ଏହାକୁ ମାଓବାଦୀମାନେ ବିରୋଧ କରିଛନ୍ତି। ସେମାନେ ଜେସିବି-ଡମ୍ପର ସମେତ ୯ଟି ଗାଡ଼ିରେ ନିଆଁ ଲଗାଇ ଦେଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍ଥାନୀୟ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?