Posted inଖେଳ

ଜୋକୋଭିଚ୍‌ଙ୍କୁ ପଞ୍ଚମ ପ୍ୟାରିସ ମାଷ୍ଟର୍ସ ଟାଇଟଲ

ପ୍ୟାରିସ୍‌,୪।୧୧(ଏଏଫ୍‌ପି)- ସର୍ବିୟାର ଅଭିଜ୍ଞ ଟେନିସ ଖେଳାଳି ନୋଭାକ ଜୋକୋଭିଚ୍‌ ରେକର୍ଡ ପଞ୍ଚମଥର ପାଇଁ ପ୍ୟାରିସ ମାଷ୍ଟର୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ଏଠାରେ ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ୩୨ ବର୍ଷୀୟ ଜୋକୋଭିଚ୍‌ ୬-୩, ୬-୪ ସେଟରେ କାନାଡ଼ାର ଡେନିସ ଶାପୋଭାଲୋଭଙ୍କୁ ହରାଇ କ୍ୟାରିୟରର ୭୭ତମ ଏଟିପି ଟାଇଟଲ ଜିତିଛନ୍ତି। ଏଥିସହିତ ସେ ୩୪ତମ ମାଷ୍ଟର୍ସ ଟାଇଟଲ ଜିତିବା ସହ ଚଳିତ ବର୍ଷ ପଞ୍ଚମ ଏଟିପି ବିଜୟ ହାସଲ କରିଛନ୍ତି। ବିଶ୍ୱର ୨୮ ନମ୍ବର ଖେଳାଳି ୨୦ ବର୍ଷୀୟ ଶାପୋଭାଲୋଭଙ୍କ ବିପକ୍ଷରେ ଜୋକୋଭିଚ୍‌ଙ୍କର ଏହା ଚତୁର୍ଥ ବିଜୟ। ଗତବର୍ଷ ଜୋକୋଭିଚ୍‌ ଏହି ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ରେ ରୁଷିଆର କାରେନ ଖାଚାନୋଭଙ୍କଠାରୁ ପରାସ୍ତ ହୋଇ ରନର୍ସଅପ ହୋଇଥିଲେ। ଜୋକୋଭିଚ୍‌ ଏପର୍ଯ୍ୟନ୍ତ ୧୬ଟି ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିପଦରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ପଦବୀ? BCCI ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧।୯: ଅଜିତ ଆଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଭାବରେ ରହିବେ କି ନାହିଁ ସେ ବିଷୟରେ BCCI ଖୁବ ଶୀଘ୍ର ଏକ ବଡ଼ ନିଷ୍ପତ୍ତି ନେବାକୁ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri