ଜୋର୍‌ କା ଝଟ୍‌କା

ଚଳିତ ମାସ ୨୦ରେ ରିଲିଜ୍‌ ହେବାକୁ ଯାଉଛି ଓଡ଼ିଆ ଚଳଚ୍ଚିତ୍ର ‘ଜୋର୍‌ କା ଝଟ୍‌କା’। କମେଡିଭିତ୍ତିକ ଏହି ଫିଲ୍ମଟିର କାହାଣୀରେ ଏଭଳି ମସଲା ରହିଛି, ଯାହା ଯୁବପିଢ଼ିଙ୍କୁ ନିଶ୍ଚୟ ପ୍ରଭାବିତ କରିବ ବୋଲି ଆଶା ରଖିଛନ୍ତି ନବାଗତ ପ୍ରଯୋଜକ ଅଶୋକ ବେହେରା ଏବଂ ଶିବାନୀ ବେହେରା। ‘ଫିଲ୍ମରେ କେବଳ ହାସ୍ୟରସ ନୁହେଁ, ଲଭ୍‌, ଇମୋଶନ ମଧ୍ୟ ରହିଛି। କାହାଣୀର ପ୍ରତିଟି ଭାଗକୁ ସମାନ ଗୁରୁତ୍ୱ ଦିଆଯାଇଛି।’ କେବଳ କାହାଣୀ ନୁହେଁ, ଅଭିଜିତ୍‌ ମଜୁମ୍‌ଦାରଙ୍କ ଗୀତ ବେଶ୍‌ ଶ୍ରୁତିମଧୁର ହୋଇଛି ବୋଲି କହନ୍ତି ଏହାର ନିର୍ଦ୍ଦେଶକ ପିନୁ ନାୟକ। ଏହି ଚଳଚ୍ଚିତ୍ରରେ ଦୀପକ-ପିଙ୍କି ପ୍ରିୟଦର୍ଶିନୀ ଯୋଡ଼ିକୁ ଦେଖିବାକୁ ମିଳିବ। ଏହାବ୍ୟତୀତ ହାସ୍ୟାଭିନେତା ହରିହର ମହାପାତ୍ର ଏବଂ ପ୍ରଜ୍ଞାଙ୍କୁ ଏକ ଭିନ୍ନ ଭୂମିକାରେ ଦର୍ଶକ ଦେଖିବାକୁ ପାଇବେ। ତେବେ ‘ଜୋର୍‌ କା ଝଟ୍‌କା’ ଦର୍ଶକଙ୍କୁ କେତେ ଝଟ୍‌କା ଦେଉଛି, ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଜାରି, ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ବର୍ଷା ଲାଗିରହିଛି। ଦିନରାତି ଝିପିଝିପି ବର୍ଷା ହେଉଥିବା ବେଳେ…

ଫୋରିୟର ଟ୍ରାନ୍ସଫର୍ମର

ଚିନ୍ତା କରନ୍ତୁ, ଆପଣ ରଥଯାତ୍ରା ଦେଖିବାକୁ ଯାଇଛନ୍ତି, ବାୟୁ ଚାପର ତୀବ୍ର ପରିବର୍ତ୍ତନ ଯୋଗୁ ଆପଣଙ୍କ କାନରେ ଏକ ଗୋଳମାଳିଆ ଓ ପ୍ରକମ୍ପିତ ଶବ୍ଦ ତରଙ୍ଗ ଆସି…

ଗୁଡାରି ଏନଏସିକୁ ମିଳିଲା ଦୁଇ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀ….

ଗୁଡାରି,୩୧।୮(ପ୍ରମୋଦ କୁମାର ପତି ): ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କରକମଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri