Posted inଫୁରସତ

ଜ୍ୱାଳାମୁଖୀ ଲାଭାରେ ମାନବ ମସ୍ତିଷ୍କ ତରଳି କାଚରେ ହୋଇଥିଲା ପରିଣତ

ରୋମ୍‌: ଜ୍ୱାଳାମୁଖୀ ଲାଭାରେ ମଣିଷ ମସ୍ତିଷ୍କ ତରଳି ମାଟି ତଳେ ଚାପି ହୋଇ ହଜାର ହଜାର ବର୍ଷ ରହିବା ପରେ କାଚରେ ପରିଣତ ହୋଇଛି। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏନେଇ ଗବେଷକମାନେ ଦୀର୍ଘଦିନ ଗବେଷଣା ପରେ ଜାଣି ପାରିଛନ୍ତି। ୭୯ ଖ୍ରୀଷ୍ଟାବ୍ଦରେ ଇଟାଲୀର ପୋମ୍ପେଇ ସହର ନିକଟରେ ଥିବା ଭେସୁଭିୟସ୍‌ ଜ୍ୱାଳାମୁଖୀରୁ ଅଗ୍ନି ଉଦ୍‌ଗିରଣ ହୋଇଥିଲା। ଏହା ଜନବସତି ଉପରେ ପଡ଼ିଥିଲା। ଫଳରେ ବହୁ ଲୋକ ଏହା ତଳେ ଚାପି ହୋଇ ରହିଯାଇଥିଲେ। ଉତ୍ତପ୍ତ ଲାଭା ଯୋଗୁ ତଳେ ଚାପି ହୋଇ ରହିଥିବା ମାନବ ମସ୍ତିଷ୍କ ତରଳି ହଜାର ହଜାର ବର୍ଷ ପରେ କଳା କାଚରେ ପରିଣତ ହୋଇଥିବା ଗବେଷକ କହିଛନ୍ତି। ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ଖନନ ସମୟରେ ମିଳିଥିବା ମାନବ କଙ୍କାଳର ମସ୍ତିଷ୍କରେ ଏଭଳି କଳା କାଚ ରହିଥିବା ଗବେଷକ କହିଛନ୍ତି। ତରଳ ଲାଭା ପ୍ରଭାବରେ ମସ୍ତିଷ୍କ ଜଳୁଥିବାବେଳେ ଏହା ମଧ୍ୟରେ ଧୂଆଁ ପଶି ମସ୍ତିଷ୍କ କୋଷିକାରେ ଜମାଟ ବାନ୍ଧିି ଶେଷରେ କଳା କାଚରେ ପରିଣତ ହୋଇଥିଲା ବୋଲି ଗବେଷକ ଦଳର ନେତୃତ୍ୱ ନେଉଥିବା ଫେନରିକ୍‌ ବିଶ୍ୱବିଦ୍ୟାଳୟର ପ୍ରଫେସର ଡ. ପିୟେର ପାଓଲୋ ପିନ୍ନୋନେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ମଝି ଆକାଶରେ ଗାଏବ ହେଲା ଆମେରିକାର ୧୬୦୦ କୋଟିର ଡ୍ରୋନ! ରହସ୍ୟମୟ ଭାବରେ ହର୍ମୁଜ ଉପରେ ହୋଇଗଲା ଅଦୃଶ୍ୟ

ଓ୍ବାଶିଂଟନ୍‌,୧୦।୪: ଆଜି ହର୍ମୁଜ ପ୍ରଣାଳୀ ଉପରେ ଏକ ସ୍ବତନ୍ତ୍ର ଆମେରିକା ନୌସେନା ନିରୀକ୍ଷଣ ଡ୍ରୋନ, MQ-4C ଟ୍ରାଇଟନ ହଠାତ୍‌ ଅଦୃଶ୍ୟ ହୋଇଯାଇଛି। ଏହି ଡ୍ରୋନଟିକୁ ଆମେରିକାର ସବୁଠାରୁ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri