Posted inଜାତୀୟ

‘ଜୟ ଶ୍ରୀରାମ’ ନ କହିବାରୁ ମୁସଲମାନ ଯୁବକଙ୍କୁ ପିଟିିଲେ

ଗୁଡଗାଁଓ, ୨୭।୫: ଦିଲ୍ଲୀର ଗୁଡଗାଁଓରେ ଘଟିଛି ଏକ ଅଭାବନୀୟ ଘଟଣା। ‘ଜୟ ଶ୍ରୀରାମ’ ନ କହିବାରୁ ଜଣେ ମୁସଲମାନ ଯୁବକଙ୍କୁ ପିଟିବା ସହ ତାଙ୍କ ଟୋପି କାଢି ଫୋପାଡି ଦେଇଛନ୍ତି କିଛି ଅଜ୍ଞାତ ଯୁବକ। ରବିବାର ବିଳମ୍ବିତ ରାତିରେ ମହମ୍ମଦ ବରକତ ଆଲାମ ନାମ ଯୁବକ ମସଜିଦ୍‌ରୁ ପ୍ରାର୍ଥନା ସାରି ଘରକୁ ଫେରୁଥିବାବେଳେ ବାଟରେ କିଛି ଯୁବକ ତାଙ୍କ ଅଟକାଇ ‘ଜୟ ଶ୍ରୀରାମ’ ଏବଂ ‘ଭାରତ ମାତା କି ଜୟ କହିବାକୁ ପ୍ରବର୍ତ୍ତାଇଥିଲେ। କିନ୍ତୁ ସେ କହିବାକୁ ମନା କରିବାରୁ ତାଙ୍କୁ ନିର୍ଦ୍ଧୁମ ପିଟିଥିଲେ। ଯୁବକଙ୍କ କବଳରୁ ଖସିଆସି ମସଜିଦକୁ ଫୋନ କରିଥିଲେ ଆଲାମ। ଫଳରେ ତାଙ୍କ ସମ୍ପର୍କୀୟମାନେ ଆସି ଆହତ ଆଲମଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏନେଇ ଥାନାରେ ଏତଲା ଦିଆଯାଇଥିଲା। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଜାତୀୟ ରାଜନୀତିରେ ହଲଚଲ: ଆଜି ରାତି ୮ଟାରେ ବଡ଼ ଘୋଷଣା କରିବେ ସରକାର…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ପରେ କକରୋଚ ଜନତା ପାର୍ଟି (CJP) ର ପ୍ରତିବାଦ ଏବଂ ଜେନ୍-ଜି (Gen-Z) ଙ୍କ ଆନ୍ଦୋଳନ ପରେ କେନ୍ଦ୍ର ସରକାର ଆଲର୍ଟ…

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ…

CJPକୁ ସମର୍ଥନ କରି ଚାକିରି ଛାଡିଲେ ଉତ୍ତରାଖଣ୍ଡ ପୋଲିସ! ଆନ୍ଦୋଳନକୁ ନେଇ କଲେ ବଡ଼ ଖୁଲାସା,ଦେଶରେ ଚହଳ…

ନୂଆଦିଲ୍ଲୀ,୨୪।୭: CJP ମଞ୍ଚ ଏହାର ଚାଲିଥିବା ପ୍ରତିବାଦ ଯୋଗୁଁ ଦେଶବ୍ୟାପୀ ଦୃଷ୍ଟି ଆକର୍ଷଣ କରିଛି। ଏବେ, ସେଠାରେ ଏକ ଘଟଣା ଘଟିଛି ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ…

ଆନ୍ଧ୍ରରୁ ଚୋରି ଗଞ୍ଜାମରେ ଚାଲାଣ: ୫ ଦାମୀ ବାଇକ ସହ ଯୁବକ ଗିରଫ

ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ୫ଟି ଦାମୀ ମୋଟରସାଇକେଲ ଚୋରି କରି ଗଞ୍ଜାମ ଜିଲାରେ ଚାଲାଣ କରୁଥିବା ଜଣେ ଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri