ଜୟପୁର ସହରରେ ସମ୍ପୂର୍ଣ୍ଣ ସିସି କ୍ୟାମେରା ସଂଯୋଗ

ଜୟପୁର,୧।୨(ଡି.ଏନ୍‌.ଏ): କୋରାପୁଟ ଜିଲାର ଜୟପୁର ସହରରେ ସମ୍ପୂର୍ଣ୍ଣ ସିସି କ୍ୟାମେରା ସଂଯୋଗ କରାଯାଇଛି। କୋରାପୁଟ ଏସ୍‌ପି ମୁକେଶ କୁମାର ଭମୋଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ତାରା ପ୍ରସାଦ ବାହିନୀପତି ଯୋଗ ଦେଇ ଏହାର ଶୁଭାରମ୍ଭ କରିଛନ୍ତି । ସମୁଦାୟ ୮୫ଟି କ୍ୟାମେରା ସହରର ବିଭିନ୍ନ ଛକ ଏବଂ ସାହିରେ ଲଗାଯାଇଛି । ମୋଟ ୯୨ଟି କ୍ୟାମେରା ସଂଯୋଗ କରାଯିବ। ଅପରାଧ ନିୟନ୍ତ୍ରଣ ଏବଂ ଗଞ୍ଜେଇ ଚାଲାଣକାରୀଙ୍କ ଉପରେ ଅଙ୍କୁଶ ଲଗାଇବାରେ ଏହା ସହାୟକ ହେବ ବୋଲି ମୁଖ୍ୟ ଅତିଥି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ତାଲିଯୋଡ଼ି ବ୍ରିଜ୍‌: ୩ ଗାଁ ସହ ଯୋଗାଯୋଗ ବିଚ୍ଛିନ୍ନ

ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ପ୍ରବଳ ବର୍ଷା ଓ ବଢ଼ି ପାଣି ଏବେ ଜନଜୀବନକୁ ପ୍ରଭାବିତ କରିଛି। ନଦୀରେ ଜଳସ୍ତର ବୃଦ୍ଧି ପାଇବାରୁ…

ବାଣ ଉପରେ ପ୍ରତିବନ୍ଧକ ଲଗାଇବା ସପକ୍ଷରେ ନାହାନ୍ତି ସୁପ୍ରିମକୋର୍ଟ; ବିରାଟ କୋହଲିଙ୍କ ନାମ ନେଇ କହିଲେ ଏମିତି

ନୂଆଦିଲ୍ଲୀ,୨୯।୧୦: ସୁପ୍ରିମକୋର୍ଟ କହିଛନ୍ତି ଯେ ଦିଲ୍ଲୀ-ଏନସିଆର (Delhi-NCR) ରେ ବାଣ ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଇବା ସପକ୍ଷରେ ସେ ନାହାନ୍ତି; ବରଂ, କୋର୍ଟ ଏକ ସନ୍ତୁଳିତ ନିର୍ଦ୍ଦେଶ…

ପ୍ରତି ମାସରେ ମିଳିବ ୫,୦୦୦ ଟଙ୍କା ପେନସନ, ହେଲେ ଏହି ବ୍ୟକ୍ତିମାନେ କରିପାରିବେନି ଆବେଦନ, ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ, ୨୯।୧୦: କେନ୍ଦ୍ର ସରକାର ଓ ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ ଅନେକ ପ୍ରକାରର ଯୋଜନା ଚାଲୁ ରହିଛି। ଏହି ଯୋଜନାଗୁଡ଼ିକ ମାଧ୍ୟମରେ କେଉଁଠି ସବ୍ସିଡି କିମ୍ବା…

IPL 2027 ପୂର୍ବରୁ, ମୁମ୍ବାଇ ଇଣ୍ଡିଆନ୍ସ କଲା ବଡ଼ ପରିବର୍ତ୍ତନ, ମାଲିଙ୍ଗାଙ୍କ ସମେତ ୩ ପ୍ରମୁଖ ବ୍ୟକ୍ତିଙ୍କ ସହ ହଠାତ ସମ୍ପର୍କ ଛିନ୍ନ

ନୂଆଦିଲ୍ଲୀ,୨୯।୧୦: IPL 2027 ପୂର୍ବରୁ, ମୁମ୍ବାଇ ଇଣ୍ଡିଆନ୍ସ ନିଜର କୋଚିଂ ଷ୍ଟାଫରେ ପରିବର୍ତ୍ତନ କରିଛି ଏବଂ ତିନିଜଣ କୋଚଙ୍କ ସହ ସମ୍ପର୍କ ବିଚ୍ଛିନ୍ନ କରିଛି। ଏମାନଙ୍କ ମଧ୍ୟରେ…

ଲକ୍ଷ୍ମୀ ନାରାୟଣ ଯୋଗ: କେବଳ ଏହି ୩ ରାଶି ଲୋକଙ୍କ ସହ ଘଟିବ ବଡ଼ ଚମତ୍କାର! ନଭେମ୍ବର ମାସ ସାରା…

ଜ୍ୟୋତିଷ ଶାସ୍ତ୍ରରେ ଲକ୍ଷ୍ମୀ ନାରାୟଣ ଯୋଗକୁ ଅତ୍ୟନ୍ତ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଏହି ଯୋଗକୁ ଧନ, ସୁଖ-ସମୃଦ୍ଧି, ସଫଳତା ଏବଂ ସୌଭାଗ୍ୟ ସହ ଯୋଡ଼ି…

ଆଶୁତୋଷ ସିହ୍ନା କିଏ? ପ୍ରଧାନମନ୍ତ୍ରୀଙ୍କ ଗଡ଼ରେ ଉଡ଼ାଇଲେ ଅଖିଲେଶଙ୍କ ପତାକା

ବାରାଣସୀ,୨୯।୧୦: ଉତ୍ତର ପ୍ରଦେଶର ୧୧ଟି ବିଧାନ ପରିଷଦ ଆସନ ପାଇଁ ଫଳାଫଳ ଘୋଷଣା କରାଯାଇଛି। ଏଥିରେ ଭାରତୀୟ ଜନତା ପାର୍ଟି (ଭାଜପା) ୬ଟି ଆସନ ଜିତିଥିବା ବେଳେ…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ବନ୍ୟାଞ୍ଚଳ ପରିଦର୍ଶନ କଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୨୯ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି। ଗୁରୁବାର ପୁରୁଣା ସ୍ଥାନରେ ପୁଣି ବଡ଼ ବଡ଼ ପଥର…

ବର୍ଷା ପବନରେ ଛିଡ଼ିଲା ବିଦ୍ୟୁତ୍‌ତାର, ୬ ମେଣ୍ଢା ସହ ଗୋଟିଏ ଛେଳିର ଜୀବନ ଗଲା

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ପବନ ଓ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡୁବୁଲି ଛକ ନିକଟରେ ଅଘଟଣ ଘଟିଛି। ବିଦ୍ୟୁତ୍‌ ଖୁଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?