ଜୟପୁରରେ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ

ଜୟପୁର,୧୫।୮(ନି.ପ୍ର.) : ଜୟପୁର ମୁଖ୍ୟରାସ୍ତାରେ ଉପଖଣ୍ଡସ୍ତରୀୟ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉପଜିଲାପାଳ ଲୋକନାଥ ଦଳ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରି ଉଦ୍‌ବୋଧନ ଦେଇଥିଲେ। ଜୟପୁର ଉପଖଣ୍ଡର ଏନ୍‌ସିସି, ଗାଇଡ଼,ସ୍କାଉଟ, ସିଭିଲିୟନ,ଘୋଷ ବାଦ୍ୟ ଭଳି ୫୦ଟି ଗ୍ରୁପ ପରେଡ଼ରେ ଅଂଶଗ୍ରହଣ କରିଥିଲେ। ଜୟପୁର ଏସ୍‌ଡିପିଓ ସାଗରିକା ନାଥ ମଞ୍ଚରେ ଯୋଗ ଦେଇଥିଲେ। ପରେଡ଼ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ କଲେ ପରିଣୀତା ମିଶ୍ର

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ପରିଣୀତା ମିଶ୍ର ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି । ଏହି...

ଭଟଲି ଆସନ ପାଇଁ ନାମାଙ୍କନ ଭରିଲେ ବ୍ରହ୍ମାନନ୍ଦ ମହାକୁଡ଼

ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ବ୍ରହ୍ମାନନ୍ଦ ମହାକୁଡ଼ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି।...

”ମୁଁ ନବୀନ ପଟ୍ଟନାୟକଙ୍କ ମହାନ ମୂଲ୍ୟବୋଧର ଉତ୍ତରାଧିକାରୀ”: କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ୱର,୨ା୫: ଓଡ଼ିଶାରେ ତୀବ୍ର ରାଜନୈତିକ ମାହୋଲ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ତଥା ଫାଇଭ ଟି ଅଧ୍ୟକ୍ଷ ଏବଂ ନବୀନ ଓଡ଼ିଶା ଚେୟାରମ୍ୟାନ...

ଅତାବିରା ଆସନ ନାମାଙ୍କନ ଭରିଲେ ନିହାର ରଞ୍ଜନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦ ଗୁରୁବାର ନାମାଙ୍କନ ଦାଖଲ...

ନାମାଙ୍କନପତ୍ର ଦାଖଲ କଲେ ଦେବେଶ

ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri