ଜୟପୁରରେ ପ୍ରସ୍ତୁତ ହେଉଛି ସ୍ୱତନ୍ତ୍ର କରୋନା ହସ୍ପିଟାଲ

ଜୟପୁର,୫।୪(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁରଠାରେ କୋଭିଡ-୧୯ ସ୍ୱତନ୍ତ୍ର ଚିକିତ୍ସାଳୟ ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଗତ ଶୁକ୍ରବାର ଜିଲାପାଳଙ୍କ ଘୋଷଣା ପରେ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଆରମ୍ଭ ହୋଇଛି। ଏକ ସପ୍ତାହରୁ ୧୦ ଦିନ ମଧ୍ୟରେ ଚିକିତ୍ସାଳୟର ନିର୍ମାଣ କାମ ଶେଷ କରିବା ସହିତ ଏହାକୁ ପ୍ରସ୍ତୁତ ରଖିବା ପାଇଁ ଲକ୍ଷ୍ୟ ରହିଛି। ୫୦ ବେଡ଼ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ ଏବେ ଏହାକୁ ୧୫୦ ବେଡ଼କୁ ବୃଦ୍ଧି କରାଯାଉଛି। ଏଥିରେ ପ୍ରାରମ୍ଭିକ ଭାବେ ୩ଟି ଭେଣ୍ଟିଲେଟର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡି ରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?