ଜୟପୁରରେ ହେବ ନାହିଁ ରଥଯାତ୍ରା

ଜୟପୁର ୧୩ା୬ (ନି.ପ୍ର.)-କୋରାପୁଟ ଜିଲା ଜୟପୁରରେ ଚଳିତ ବର୍ଷ ରଥଯାତ୍ରା ହେବନାହିଁ। ଜିଲାପାଳ ମଧୁ ସୂଦନ ମିଶ୍ର ଏ ନେଇ ଚିଠି ମାଧ୍ୟମରେ ସ୍ପଷ୍ଟ କରିଛନ୍ତି। ଏ ସମ୍ପର୍କରେ ତହସିଲଦାର ତଥା ଦେବତ୍ତୋର ଅଧିକାରୀଙ୍କ ନିକଟକୁ ନିର୍ଦ୍ଦେଶ ଆସିଛି। ଜୟପୁର ଦେବତ୍ତୋର ବିଭାଗ ରଥଯାତ୍ରା କରିବା ପାଇଁ ଯେଉଁ ପ୍ରସ୍ତାବ ଦେଇଥିଲେ ଶନିବାର ତାହାର ଉତ୍ତର ଏପରି ଆସିଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲାପାଳ ବିଭିନ୍ନ ଅଧିକାରୀମାନଙ୍କ ସହ ଆଲୋଚନା କରି ଏହି ନିଷ୍ପତ୍ତି ନେଇଛନ୍ତି। ମନ୍ଦିର ପରିସରରେ କମ ସଂଖ୍ୟକ ସେବାୟତଙ୍କୁ ନେଇ ସାମାଜିକ ଦୂରତା ରକ୍ଷା ସହ ସାନିଟାଇଜର ବ୍ୟବହାର କରି କେବଳ ନୀତିକାନ୍ତି ସମ୍ପନ୍ନ କରିବାକୁ ନିର୍ଦ୍ଦେଶରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୬।୫: ଟିକେଟ୍‌ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଅପରାଧିକ ମାମଲା, ସବୁଠାରୁ ଏହି ପ୍ରାର୍ଥୀଙ୍କ ନାଁରେ ରହିଛି ଅଧିକ

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

ସବୁଠାରୁ ଗରିବ ପ୍ରାର୍ଥୀ, ପାଖରେ ଅଛି ଏତିକି ଟଙ୍କା, ଏଡିଆର ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri