‘ଜୟେଶଭାଇ ଜୋରଦାର’ର ଫାଷ୍ଟ ଲୁକ୍‌ ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର ସିଂ ନିଜର ଦମ୍‌ଦାର ଅଭିନୟ ଓ ଭିନ୍ନ ଭିନ୍ନ ଚରିତ୍ର ପାଇଁ ବେଶ୍‌ ଜଣାଶୁଣା। ତାଙ୍କ ପାଖରେ ବହୁ ନୂଆ ନୂଆ ପ୍ରୋଜେକ୍ଟ ରହିଥିବା ବେଳେ ଏବେ ଅପ୍‌ କମିଂ ଫିଲ୍ମ ‘ଜୟେଶଭାଇ ଜୋରଦାର’ର ଫାଷ୍ଟ ଲୁକ୍‌ ରିଲିଜ୍‌ ହୋଇଛି। ଫିଲ୍ମର ପୋଷ୍ଟରରେ ରଣବୀର ଅରେଞ୍ଜ କଲରର ଏକ ପ୍ରିଣ୍ଟେଡ୍‌ ଟି-ଶାର୍ଟ, ବ୍ଲାକ୍‌ ଫେଡେଡ୍‌ ପ୍ୟାଣ୍ଟ ଓ ନୂଆ ହେୟାର ଷ୍ଟାଇଲ୍‌ରେ ବେଶ୍‌ ହ୍ୟାଣ୍ଡସମ୍‌ ଦେଖାଯାଉଛନ୍ତି। ଉକ୍ତ ପୋଷ୍ଟରରେ ରଣବୀରଙ୍କ ପଛରେ କେତେକ ମହିଳା ଓଢ଼ଣା ପକାଇଥିବା ଦେଖିବାକୁ ମିଳିଛି। ତେବେ ପୋଷ୍ଟରକୁ ଦେଖିଲେ ଲାଗୁଛି ଫିଲ୍ମଟି ଡ୍ରାମା ଓ କମେଡିରେ ଭରପୂର ହୋଇଥିବ ବୋଲି ଆଶା କରାଯାଉଛି। ୟଶ୍‌ ରାଜଙ୍କ ବ୍ୟାନରରେ ତିଆରି ହୋଇଥିବା ଏହି ଫିଲ୍ମର ନିର୍ଦ୍ଦେଶନା ଭାର ତୁଲାଉଛନ୍ତି ଦିବ୍ୟାଙ୍ଗ ଠକ୍କର। ଏଥିରେ ରଣବୀରଙ୍କୁ ଜଣେ ଗୁଜରାଟୀ ବ୍ୟକ୍ତି ଚରିତ୍ରରେ ଦେଖିବାକୁ ମିଳିବ। ସବୁ ଫିଲ୍ମରେ ତାଙ୍କର ଚରିତ୍ର ଭିନ୍ନ ଭିନ୍ନ ଓ ଚ୍ୟାଲେଞ୍ଜିଂ ରହିଥାଏ। ହେଲେ ଏହି ଚରିତ୍ର ବି ତାଙ୍କୁ ବେଶ୍‌ ମାନୁଥିବା ନେଇ ଚର୍ଚ୍ଚା ହେଉଛି। ଜଣେ ସାଧାରଣ ବ୍ୟକ୍ତି ଏଭଳି ଏକ ପରିସ୍ଥିତିରେ କିଭଳି ଅସାଧାରଣ କାର୍ଯ୍ୟ ସବୁ କରିପାରେ ସେ ନେଇ ଫିଲ୍ମଟି ଗତିଶୀଳ ହୋଇଛି। ଆସନ୍ତା ବର୍ଷ ଏହି ଫିଲ୍ମ ପରଦାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?