ଝଡ଼ ବତାସ ନେଲା ଜୀବନ

ଚିତ୍ରକୋଣ୍ଡା,୩୦।୫: ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ନାକାମାମୁଡ଼ି ପଞ୍ଚାୟତ ବାମେରିଙ୍ଗ ଗଁାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ଉକ୍ତ ଗଁାରେ ଥିବା ଏକ ନଦୀକୁ ଡଙ୍ଗାରେ ମାଛ ଧରିବାକୁ ଯାଇଥିବା ବେଳେ ହଠାତ୍‌ ଝଡ଼ ତୋଫାନ ଆସିବାରୁ ଡଙ୍ଗା ଓଲଟିପଡ଼ି ବୁଡ଼ି ଯାଇଥିଲା। ଫଳରେ ଆଙ୍ଗ୍ରା ପାଣିରେ ବୁଡି ଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବାରୁ ଦୀର୍ଘ ୧୨ଘଣ୍ଟା ପରେ ମୃତଦେହ ପାଣିରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିଥିଲେ। ଖବରପାଇ ଘଟଣାସ୍ଥଳରେ ଚିତ୍ରକୋଣ୍ଡା ପୋଲିସ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ଜିନା ସାମଲ

ଭୁବନେଶ୍ୱର,୩।୫: ଆଜି ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ମିଶିଲେ ଅଭିନେତ୍ରୀ ଜିନା ସାମଲ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ...

ବିଜେଡି ଛାଡ଼ିଲେ ରବିନାରାୟଣ

ଭୁବନେଶ୍ୱର,୩ା୫: ଶୁକ୍ରବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

କେନ୍ଦ୍ରାପଡା,୩।୫ (ଜଗନ୍ନାଥ ଧଳ): ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି।...

ନିର୍ବାଚନ ଲଢ଼ିବେ ଦେବାଶିଷ

ଭୁବନେଶ୍ୱର,୩ା୫: ଦେବାଶିଷ ନାୟକ ନିର୍ବାଚନ ଲଢ଼ିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେ ଲେଖିଛନ୍ତି, ବରୀବାସୀଙ୍କ ପାଇଁ...

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା...

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

କାହିଁକି ସୁଜାତାଙ୍କୁ କରାଗଲା ବଦଳି: ଚାଲିଛି ଜୋରଦାର ଚର୍ଚ୍ଚା

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କ ବିରୋଧରେ ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri