ଝରକା ତାଡ଼ି ଘରେ ପଶିଲେ ଦୁର୍ବୃତ୍ତ: ଟଙ୍କା, ସୁନା ଅଳଙ୍କାର ଚୋରି

ବାରଙ୍ଗ, ୧୧।୬(ଡି.ଏନ୍‌.ଏ.): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଓସ୍ତପଡ଼ା ଗ୍ରାମରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଛି। ଗ୍ରାମର ସହଦେବ ସାମଲ ଏବଂ ଭଗବାନ ପୃଷ୍ଟିଙ୍କ ଘରୁ ଚୋରି ହୋଇଛି। ପରିବାର ଲୋକେ ରାତିରେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ଘରର ଝରକାଭାଙ୍ଗି ଭିତରକୁ ପଶିଥିଲେ। ଶୋଇବା ଘର ବାହାରୁ ତାଲା ପକାଇ ସହଦେବଙ୍କ ଆଲମାରୀ ଭାଙ୍ଗି ନଗଦ ୧୦ ହଜାର ଟଙ୍କା ସହ ସୁନା ଚେନ, କାନ ଫୁଲ ଚୋରିକରି ନେଇଛନ୍ତି। ସେହିପରି ଭଗବାନଙ୍କ ଘରୁ ନଗଦ ୫ ହଜାର ଟଙ୍କା ସମେତ ସୁନାଅଳଙ୍କାର ଚୋରିକରି ନେଇଥିବା ଜଣାପଡ଼ିଛି। ଅଭିଯୋଗ ପରେ ମଞ୍ଚେଶ୍ୱର ଥାନା ପୋଲିସ ଘଟରାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ବିନ୍‌ ସିଟିରେ ମେଘୁଆ ପାଗ ସହ ହାଲୁକା ବର୍ଷା, ୬ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର, ୭।୫: ରାଜ୍ୟରେ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ବିନ୍‌ ସିଟିରେ ଆକାଶ ମେଘୁଆ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ...

ଅଧଘଣ୍ଟାରେ ଅଧା ରାଜଧାନୀ ପ୍ରଭାବିତ

ଭୁବନେଶ୍ୱର, ୭।୫ (ବନ୍ଦନା ସେଠୀ):ରାଜଧାନୀ ଭୁବନେଶ୍ୱରରେ ସୋମବାର କାଳବୈଶାଖୀ ତାଣ୍ଡବ ରଚିଛି। ଅଧଘଣ୍ଟାର ଝଡ଼ତୋଫାନ ସହ ବର୍ଷାରେ ଅଧା ରାଜଧାନୀ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ...

ଭାଜପା ବିରୋଧରେ ପ୍ରଚାର କରିବେ ଉଜ୍ଜଳା ଦିଦି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା):ରାଜ୍ୟର ଉଜ୍ଜଳା ଦିଦିମାନେ ବିଭିନ୍ନ ଦାବି ନେଇ ସୋମବାର ମାଷ୍ଟର କ୍ୟାଣ୍ଟିନ ଛକରେ ଧାରଣା ଦେଇଥିଲେ। ସେମାନଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ଅଣଦେଖା...

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ:୧୫ରେ ଯାଞ୍ଚ, ଜୁନ୍‌ ୧ରେ ଭୋଟ

ଭୁବନେଶ୍ୱର,୭।୫(ଅନିଲ ଦାସ):ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ହେବାକୁ ଥିବା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଲୋକ ସଭା ଏବଂ ୪୨...

୪୮ ପ୍ରାର୍ଥୀଙ୍କ ନାମରେ ଜଘନ୍ୟ ଆପରାଧିକ ମାମଲା

ଭୁବନେଶ୍ୱର,୭ା୫(ଅନିଲଦାସ):ରାଜ୍ୟରେ ଆସନ୍ତା ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ମୋଟ ୨୪୩ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନକୁ...

ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୬।୫: ଟିକେଟ୍‌ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ...

୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଅପରାଧିକ ମାମଲା, ସବୁଠାରୁ ଏହି ପ୍ରାର୍ଥୀଙ୍କ ନାଁରେ ରହିଛି ଅଧିକ

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

ସବୁଠାରୁ ଗରିବ ପ୍ରାର୍ଥୀ, ପାଖରେ ଅଛି ଏତିକି ଟଙ୍କା, ଏଡିଆର ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri