ଦିଗପହଣ୍ଡି,୨୫।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଝାଟିପିଟିଆ ଗ୍ରାମରେ ବେଆଇନ ଭାବେ ମଦ ବିକ୍ରି କରାଯାଉଥିବା ଅଭିଯୋଗରେ ଶନିବାର ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ଗ୍ରାମର ଭଲା ସାହୁ। ସୂଚନାନୁଯାୟୀ, ଥାନା ଏସ୍ଆଇ ମଧୁସ୍ମିତା ପ୍ରଧାନ ଶୁକ୍ରବାର ସନ୍ଧ୍ୟାରେ ଗ୍ରାମରେ ସଦଳବଳେ ଚଢ଼ାଉ କରିଥିଲେ। ଭଲାଙ୍କ ତେଜରାତି ଦୋକାନରୁ ୨୦ଟି ଦେଶୀମଦ ପାଉଚ ଜବତ କରାଯାଇଥିଲା। ଏ ନେଇ ଥାନାରେ ମାମଲା ନଂ(୯୮/୧୯) ରୁଜୁ କରାଯାଇଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର View All
ରାସ୍ତା ପାର୍ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍, ଆଉ ତା’ ପରେ…
କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…
ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…
କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…
କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….
ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ…
ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ
ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…
୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…
ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…
ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…
ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…
ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…
ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…
କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ
ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍ଆଇ ଏଲ୍. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…
Archives

