ଝାଡଖଣ୍ଡ ବିଧାନସଭା ନିର୍ବାଚନ: ମଙ୍ଗଳବାର ୫ମ ପର୍ଯ୍ୟାୟ ପ୍ରାର୍ଥିପତ୍ର ଦାଖଲ

ରାଞ୍ଚି,୨୬।୧୧: ଝାଡଖଣ୍ଡ ବିଧାନସଭାର ୫ମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଲାଗି ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହେବ। ମୋଟ ୮୧ ଆସନ ବିଶିଷ୍ଟ ବିଧାନସଭାର ୧୬ଟି ଆସନ ଲାଗି ଶେଷ ପର୍ଯ୍ୟାୟରେ ଡିସେମ୍ବର ୨୦ରେ ମତଦାନ କରାଯିବ। ମଙ୍ଗଳବାରଠାରୁ ପ୍ରତିଦିନ ଦିନ ୧୧ଟାରୁ ୩ଟା ମଧ୍ୟରେ ପ୍ରାର୍ଥିପତ୍ର ଦାଖଲ କରାଯିବ। ଏହା ଡିସେମ୍ବର ୩ ପର୍ଯ୍ୟନ୍ତ ଚାଲିବ। ଡିସେମ୍ବର ୪ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ ସହ ଡିସେମ୍ବର ୬ ସୁଦ୍ଧା ପ୍ରାର୍ଥିପତ୍ର ପତ୍ୟାହର କରାଯିବ ବୋଲି ଚିଫ୍‌ ଇଲକ୍ଟୋରାଲ ଅଫିସର ବିନୟ କୁମାର ଚୌବେ ସୂଚନା ଦେଇଛନ୍ତି। ୧୬ଟି ଆସନ ମଧ୍ୟରେ ୭ଟି ଅନୁସୂଚିତ ଜାତିର ପ୍ରାର୍ଥୀଙ୍କ ପାଇଁ ସଂରକ୍ଷିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri