Posted inଜାତୀୟ

ଝାଡ଼ଖଣ୍ଡ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ମତଦାନ ଆରମ୍ଭ; ୮ ଜିଲାର ୧୭ ଆସନରେ ୩୦୯ ପ୍ରାର୍ଥୀ

ରାଞ୍ଚି,୧୨।୧୨: ଗୁରୁବାର ଝାଡ଼ଖଣ୍ଡ ବିଧାନସଭାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ ଜାରି ରହିଛି। ଏହି ପର୍ଯ୍ୟାୟରେ ୮ଟି ଜିଲାର ୧୭ଟି ଆସନ ଲାଗି ମତଦାନ କରାଯାଉଛି। ଶାନ୍ତିପୂର୍ଣ୍ଣ ଓ ଅବାଧ ମତଦାନ ଲାଗି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହି ପର୍ଯ୍ୟାୟରେ ୩୦୯ ଜଣ ପ୍ରାର୍ଥୀ ମଇଦାନରେ ରହିଛନ୍ତି। ସେମାନଙ୍କ ମଧ୍ୟରେ ୨୭୭ ପୁରୁଷ ଏବଂ ୩୨ ଜଣ ମହିଳା ରହିଛନ୍ତି। ୫ଟି ବିଧାନସଭା ଆସନରେ ସକାଳ ୭ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ଅପରପକ୍ଷରେ ମାଓବାଦୀ ପ୍ରବଣ ଅଞ୍ଚଳରେ ଥିବା ୧୨ଟି ଆସନରେ ସକାଳ ୭ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

ଆଜି ଭକ୍ତ-ଭଗବାନ ଭେଟ: ଆଜି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା

ପୁରୀ,୧୬ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ…

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri