Posted inଜାତୀୟ

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଚତୁର୍ଥ ପର୍ଯ୍ୟାୟରେ ମତଦାନ ଅଧିକାର ସାବ୍ୟସ୍ତ କରିବେ ୪୭ ଲକ୍ଷ ୮୫ ହଜାର ଭୋଟର

ରାଞ୍ଚି,୧୫।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ସୋମବାର ୪୭ ଲକ୍ଷ ୮୫ ହଜାର ୯ଜଣ ଭୋଟର ମତଦାନ ଅଧିକାର ସାବ୍ୟସ୍ତ କରିବେ। ସେମାନଙ୍କ ମଧ୍ୟରେ ୨୫ ଲକ୍ଷ ୪୦ ହଜାର ୭୯୪ ପୁରୁଷ ଭୋଟର ଥିବାବେଳେ ୨୨ ଲକ୍ଷ ୪୪ ହଜାର ୧୩୪ ମହିଳା ଭୋଟର ଅଛନ୍ତି। ସେହିପରି ୮୧ ଜଣ କିନ୍ନରଙ୍କ ନାମ ଭୋଟର ତାଲିକାରେ ରହିଛି। ଏହି ପର୍ଯ୍ୟାୟରେ ୯୫ ହଜାର ୭୯୫ ଜଣ ନୂଆ ଭୋଟର ନିଜର ମତଦାନ ଅଧିକାର ସାବ୍ୟସ୍ତ କରିବେ। ସକାଳ ୭ଟାରୁ ଭୋଟିଂ ଆରମ୍ଭ ହେବ। ଅବାଧ ଓ ଶାନ୍ତିପୂର୍ଣ୍ଣ ମତଦାନ ଲାଗି ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏହି ପର୍ଯ୍ୟାୟରେ ୧୫ଟି ବିଧାନସଭା ଆସନ ପାଇଁ ମତଦାନ କରାଯାଉଥିବାବେଳେ ମଇଦାନରେ ୨୨୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri