Posted inଜାତୀୟ

ଝାଡ଼ଖଣ୍ଡ ସରକାରଙ୍କ ପୋଲ୍‌ ଖୋଲିଲେ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ

ରାଞ୍ଚି,୨୦।୯: ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ହେବାକୁ ଆଉ ଅଳ୍ପ ଦିନ ବାକି ଅଛି। ରାଜ୍ୟରେ ପୁଣିଥରେ ଶାସନ ମଙ୍ଗ ଧରିବାକୁ ସଜବାଜ ହେଉଛି ଭାରତୀୟ ଜନତା ପାର୍ଟି। କିନ୍ତୁ ଏହା ପୂର୍ବରୁ ରାଜ୍ୟ ସରକାରଙ୍କ ପୋଲ୍‌ ଖୋଲିଛନ୍ତି ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ। ଗୁରୁବାର ସେ ଟୁଇଟ୍‌ କରି କହିଥିଲେ, ରାଞ୍ଚିରେ ପ୍ରତିଦିନ ଲୋକେ ବିଦ୍ୟୁତ୍‌ କାଟ୍‌ ଅନୁଭବ କରୁଛନ୍ତି। ପ୍ରତିଦିନ ଏଠାରେ ୪ରୁ ୭ ଘଣ୍ଟା ବିଦ୍ୟୁତ୍‌ କାଟ୍‌ ହେଉଛି। ଆଜି ତ ପାଗ ଭଲ ଅଛି। କୌଣସି ଉତ୍ସବ ମଧ୍ୟ ନାହିଁ। କିନ୍ତୁ ଏଭଳି ବିଦ୍ୟୁତ୍‌ କାଟ୍‌ କାହିଁକି କରାଯାଉଛି। ଏନେଇ ସମ୍ପୃକ୍ତ ବିଭାଗର ଅଧିକାରୀ ଦୃଷ୍ଟି ଦେବାକୁ ସେ ଦାବି କରିଛନ୍ତି। ସୂଚନାଯୋଗ୍ୟ, ୨୦୧୬ରେ ଝାଡଖଣ୍ଡ ସରକାରଙ୍କ ପକ୍ଷରୁ ଲୋକଙ୍କୁ ୨୪ ଘଣ୍ଟା ବିଦ୍ୟୁତ୍‌ ବ୍ୟବସ୍ଥା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ…

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ…

ଆମେରିକା ସହିତ ଚୁକ୍ତି ଉପରେ ଆଲୋଚନା ମଧ୍ୟରେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ଦେଲେ ଇସ୍ତଫା? ଦାବିର ଜବାବ ଦେଲା ତେହରାନ

ତେହରାନ,୧।୬: ଆମେରିକା ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ଆଲୋଚନା ମଧ୍ୟରେ, ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି ଯେଉଁଥିରେ ଦାବି କରାଯାଇଛି ଯେ ଇରାନ ରାଷ୍ଟ୍ରପତି ମାସୁଦ…

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା।…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଉ ଏକ ଝଟକା ଦେଲେ ସରକାର, ବଢିଲା LPG ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୬: ଆଜି, ଜୁନ ୧ ତାରିଖରେ, ସାଧାରଣ ଜନତା ପୁଣି ଥରେ ବଢୁଥିବା ମୁଦ୍ରାସ୍ଫୀତିର ଏକ ବଡ଼ ଆଘାତର ସମ୍ମୁଖୀନ ହୋଇଛନ୍ତି। ଗ୍ୟାସ କମ୍ପାନୀଗୁଡ଼ିକ ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri