ଝାଡାବାନ୍ତିରେ ୬ ଛାତ୍ରୀ ଆକ୍ରାନ୍ତ

ନବରଙ୍ଗପୁର,୨୦ା୧୧(ବି.ପ୍ର): ନବରଙ୍ଗପୁର ବ୍ଲକ ବାସିନି ଞ୍ଚାୟତ ଅଧୀନ ବେତାଳ ଗାଁ ଆଶ୍ରମ ବିଦ୍ୟାଳୟର ୬ ଛାତ୍ରୀ ଝାଡାବାନ୍ତିିରେ ଆକ୍ରାନ୍ତ ହୋଇଛନ୍ତି। ୨ ଛାତ୍ରୀ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ରହିଥିବା ବେଳେ ୪ ଛାତ୍ରୀ ସୁସ୍ଥ ହୋଇ ଫେରିଛନ୍ତି। ମଙ୍ଗଳବାର ରାତିରେ ଭାତ,ଡାଲି ଓ ତରକାରୀ ଖାଇ ଛାତ୍ରୀମାନେ ଶୋଇଥିଲେ। ତେବେ ୬ ଛାତ୍ରୀ ଜାମ୍ବବତୀ ଭତ୍ରା,ଶୁଭଦ୍ରା ଭତ୍ରା, ଜାନକି ଜାନୀ, ପ୍ରମିଳା ଭତ୍ରା, ସୁବର୍ଣ୍ଣ ଭତ୍ରା ଓ ଦେବକୀ ଭତ୍ରାଙ୍କୁ ଝାଡାବାନ୍ତି ହୋଇଥିଲା। ବିଦ୍ୟାଳୟ ପକ୍ଷରୁ ଛାତ୍ରୀମାନଙ୍କୁ ତୁରନ୍ତ ନବରଙ୍ଗପୁର ଜିଲା ସଦର ମହକୁମା ଡାକ୍ତରଖାନାକୁ ଆଣି ଚିକିତ୍ସା କରାଯାଇଥିଲା। ଜାମ୍ବବତୀ ଓ ଶୁଭଦ୍ରା ଏବେ ଚିକିତ୍ସାଧିନ ଅବସ୍ଥାରେ ରହିଛନ୍ତି। ଜାନକି ଜାନୀ, ପ୍ରମିଳା ଭତ୍ରା, ସୁବର୍ଣ୍ଣ ଭତ୍ରା ଓ ଦେବକୀ ଭତ୍ରା ଚିକିତ୍ସା ପରେ ସୁସ୍ଥ ହୋଇ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବହଳପଦରରେ ଜବରଦଖଲ ଉଚ୍ଛେଦ: ଗ୍ରାମବାସୀଙ୍କ ଦାବି ହେଲା ପୂରଣ, ନିର୍ମାଣ ହେବ କୃଷି ସମବାୟ କାର୍ଯ୍ୟାଳୟ

ଅମରପାଲି, ୧୦।୬ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ଗ୍ରାମରେ ସରକାରୀ ଜମିରୁ ବେଆଇନ ଜବରଦଖଲ ଉଚ୍ଛେଦ କରାଯାଇଛି। ଉଚ୍ଛେଦ ପରେ ଜମିକୁ…

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri