କୋଣାର୍କ, ୧୧।୩(ଡି.ଏନ୍.ଏ.): ପୁରୀ ଜିଲା କୋଣାର୍କ ଅର୍ବାନ ହାଟ ସମ୍ମୁଖରେ ବୁଧବାର ସକାଳେ ଏକ ଅଜଣା କାର ଧକ୍କାରେ ପର୍ଯ୍ୟଟକ ଗୁରୁତର ହୋଇଛନ୍ତି। ସେ ହେଲେ ରାକି ପଣ୍ଡିତ(୬୦)। ତାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ ହୋଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାରକରି ଗୋପ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ତେବେ ରାକି ଝାଡ଼ଖଣ୍ଡରୁ କୋଣାର୍କ ବୁଲିବାକୁ ଆସିଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ପୁରୀ View All
ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ସଫେଇ କର୍ମଚାରୀ
ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…
ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..
ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…
ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର
ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…
ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ
ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…
ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ
ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…
ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…
ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…
ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ
ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…
ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…
ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…
Archives

