ଝାରସୁଗୁଡା: ଗୋଟିଏ ପରିବାରର ୪ ଜଣଙ୍କୁ କରୋନା

ଝାରସୁଗୁଡା ଅଫିସ,୧୦ା୬-ଝାରସୁଗୁଡାରେ ବୁଧବାର ୫କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନଙ୍କ ମଧ୍ୟରେ ଗୋଟିଏ ପରିବାରର ୪ଜଣ ସଦସ୍ୟ ରହିଛନ୍ତି। ସେମାନେ ଟ୍ରେନ ଯୋଗେ  କୋଲକାତା  ହାଓ୍ବଡାରୁ ଝାରସୁଗୁଡା ଆସିଥିବା ବେଳେ ପ୍ରଶାସନ ଅଟକାଇ ସଙ୍ଗରୋଧରେ ରଖିଥିଲା। ଅନ୍ୟ ଜଣେ ୩୫ବର୍ଷୀୟ ସୁରଟ ଫେରନ୍ତା ଯୁବକ ଝାରସୁଗୁଡା ଏକତାଲିସ୍ଥିତ ସଙ୍ଗରୋଧ କେନ୍ଦ୍ରରେ ଥିଲେ। ତେବେ ଆକ୍ରାନ୍ତମାନେ ସଙ୍ଗରୋଧ କେନ୍ଦ୍ରରେ ଥିବାରୁ ଲୋକେ ଭୟଭୀତ ନ ହେବାକୁ ଜିଲାପାଳ ସରୋଜ କୁମାର ସାମଲ କହିଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି। ୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ଏକତାଲିସ୍ଥିତ ସଙ୍ଗରୋଧ କେନ୍ଦ୍ର ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ବଡ଼ ଘୋଷଣା କଲା ଇଣ୍ଡିଗୋ, ବିମାନ ବାତିଲରେ ପ୍ରଭାବିତ ହୋଇଥିବା ଯାତ୍ରୀଙ୍କୁ ମିଳିବ ଏତିକି ଟଙ୍କା କ୍ଷତିପୂରଣ

ନୂଆଦିଲ୍ଲୀ,୧୧।୧୨: ହଜାର ହଜାର ଯାତ୍ରୀ ସମ୍ମୁଖୀନ ହେଉଥିବା ଅସୁବିଧାକୁ ସ୍ବୀକାର କରି ଇଣ୍ଡିଗୋ ନିକଟରେ ବଡ଼ ଘୋଷଣା କରିଛି। କମ୍ପାନୀ ଘୋଷଣା କରିଛି ଯେ ଡିସେମ୍ବର...

ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…

ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି,...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri