ଝିଅ ଇନାୟାଙ୍କୁ ଯୋଗ ଶିଖାଇଲେ ବାପା କୁନାଲ: ଭିଡିଓ ଭାଇରାଲ

ମୁମ୍ବାଇ: କରୋନା ଲକ୍‌ଡାଉନ ଯୋଗୁ ଫିଲ୍ମ ଓ ସିରିୟଲ୍‌ର ସମସ୍ତ ଶୁଟିଂ ବନ୍ଦ ରହିଛି। ଫଳରେ ଅଭିନେତା ଓ ଅଭିନେତ୍ରୀମାନେ ଭିନ୍ନ ଭିନ୍ନ ଉପାୟରେ ନିଜର ସମୟ ବିତାଉଛନ୍ତି। ଏଥିସହ ସେମାନଙ୍କ କାର୍ଯ୍ୟକଳାପର ସମସ୍ତ ଫଟୋ ଓ ଭିଡିଓକୁ ସୋସିଆଲ ମିଡିଆରେ ଶେୟାର କରି ପ୍ରଶଂସକଙ୍କ ମନରୋଞ୍ଜନ ମଧ୍ୟ କରୁଛନ୍ତି। ଏହି ରେସ୍‌ରେ ବଲିଉଡ୍‌ ଅଭିନେତା କୁନାଲ ଖେମୁ ମଧ୍ୟ ପଛରେ ପଡ଼ିନାହାନ୍ତି। ନିକଟରେ କୁନାଲ ଝିଅ ଇନାୟାଙ୍କ ସହ ଏକ ଭିଡିଓ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଯେଉଁଥିରେ ଇନାୟା ବାପା କୁନାଲଙ୍କ ସହ ଯୋଗ କରୁଥିବାର ଦେଖିବାକୁ ମିଳିଛି। ପ୍ରଥମେ କୁନାଲ ତାଙ୍କୁ ଯୋଗର ସମସ୍ତ ପ୍ରକ୍ରିୟା ଶିଖାଉଥିବା ବେଳେ ଇନାୟା ମଧ୍ୟ ତାଙ୍କୁ ଅନୁକରଣ କରୁଥିବା ଦେଖାଯାଇଛି। ଏଥିରେ ଇନାୟା ବେଶ୍‌ କ୍ୟୁଟ ନଜର ଆସିଛନ୍ତି। ତାଙ୍କର ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓଟି ଶେୟାର ହେବାର କିଛି ସମୟ ମଧ୍ୟରେ ଏହାକୁ ଲକ୍ଷାଧିକ ଲୋକ ଦେଖିଥିବା ବେଳେ ପ୍ରଶଂସକଙ୍କୁ ଏହା ମନରୋଞ୍ଜନର ଖୋରାକ ଯୋଗାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri