Posted inଖେଳ

ଝିଅ ସହ କଥା ହୋଇ ବ୍ୟାଟିଂ କରିବାକୁ ଆସିଥିଲେ ରୋହିତ, ହେଲେ ସଫଳ

ମୁମ୍ବାଇ: ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ତଥା ର୍ନିଣ୍ଣାୟକ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆ ୬୭ ରନରେ ୱେଷ୍ଟଇଣ୍ଡିଜକୁ ହରାଇ ତିନିମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ କବଜା କରିଛି। ଏହି ମ୍ୟାଚରେ ରୋହିତ ଶର୍ମା ରୋହିତ ଶର୍ମା ୩୪ଟି ବଲରେ ୭୧ ରନ ସଂଗ୍ରହ କରିଥିଲେ। ପ୍ରଥମ ଦୁଇଟି ଟି-୨୦ରେ ରୋହିତ ବ୍ୟାଟିଂରେ ଫ୍ଲପ୍‌ ଥିବାବେଳେ ତୃତୀୟ ମ୍ୟାଚରେ ସେ ଚମକି ଥିଲେ। ପ୍ରଥମ ଦୁଇଟି ମ୍ୟାଚରେ ସେ ୮ ଏବଂ ୧୫ରନ୍‌ କରିଥିଲେ। ଶେଷ ଟି-୨୦ ମ୍ୟାଚରେ ରୋହି ଲୟକୁ ଫେରିବା ପଛରେ ଏକ କାରଣ ରହିଛି। ବ୍ୟାଟିଂ କରିବାକୁ ଆସିବା ପୂର୍ବରୁ ସେ ଷ୍ଟାଡିୟମରେ ଉପସ୍ଥିତ ଥିବା ଝିଅ ସମାଇରାଙ୍କ ସହ କଥା ହୋଇଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଝିଅ ସହ କଥା ହୋଇ ପଡିଆକୁ ଆସିବା ରୋହିତଙ୍କ ପାଇଁ ଲକି ସାବ୍ୟସ୍ତ ହୋଇଥିଲା ବୋଲି ୟୁଜର୍ସ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

ଏମ୍‌ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍‌ପି କହିଲେ…

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri