ଝିଆରୀ ହତ୍ୟାକାରୀ ଦାଦା ଗିରଫ

ନୟାଗଡ଼ ଅଫିସ/ଦଶପଲ୍ଲା,୧ା୬(ଡି.ଏନ୍‌.ଏ.): ଝିଆରୀ ହତ୍ୟା ଅଭିଯୋଗରେ ନୟାଗଡ଼ ଜିଲା ଦଶପଲ୍ଲା ପୋଲିସ ସୋମବାର ଦାଦା ବିପିନ ବିହାରୀ ଦାସ(୩୮)ଙ୍କୁ ଗିରଫ କରିଛି । ଏଥିସହ ହତ୍ୟାରେ ବ୍ୟବହୃତ ଠେଙ୍ଗାକୁ ମଧ୍ୟ ଜବତ କରିଛି । ପ୍ରକାଶ ଯେ, ଦଶପଲ୍ଲା ସହର ମାଳିସାହିରେ ଶୋଇବା ଅବସ୍ଥାରେ ନବନିତା ଦାସ(୧୯) ନାମ୍ନୀ ଯୁବତୀଙ୍କୁ ଶନିବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଥିଲା। ମୃତକଙ୍କ ବାପା ବିରଞ୍ଚି ନାରାୟଣ ଦାସଙ୍କ ଅଭିଯୋଗ କ୍ରମେ ପୋଲିସ ୭୧/୨୦ରେ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ କରିଥିଲା। ତେବେ ପାରିବାରିକ ବିବାଦରୁ ଦାଦା ଝିଆରୀଙ୍କୁ ହତ୍ୟା କରିଥିବା ପୋଲିସ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri