ଟଙ୍କା ନେଇ ନିର୍ମାଣ କଲେନି ଗୃହ: ୨୨୭ ହିତାଧିକାରୀ ଫେରାଇଲେ ୩୩ ଲକ୍ଷ

କଟକସଦର,୧୨ା୧(ଡି.ଏନ୍‌.ଏ.): ଇନ୍ଦିରା ଆବାସ ନିର୍ମାଣ ପାଇଁ ୨୦୦୦ରୁ ୨୦୧୪ ମସିହା ମଧ୍ୟରେ କାର୍ଯ୍ୟାଦେଶ ଏବଂ ଅନୁଦାନ ପାଇବା ସତ୍ତ୍ୱେ ଯେଉଁମାନେ ଗୃହ ନିର୍ମାଣ କରିନାହାନ୍ତି, ସେମାନଙ୍କ ପାଇଁ ପ୍ରଶାସନ ପକ୍ଷରୁ ଏକ ସ୍ବତନ୍ତ୍ର ସୁବିଧା ଘୋଷଣା କରାଯାଇଥିଲା ା ନେଇଥିବା ଟଙ୍କା କିସ୍ତିରେ ଫେରାଇଲେ ପରବର୍ତ୍ତୀ ସମୟରେ ଉକ୍ତ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ଟଙ୍କିଆ ଘର ମିଳିବ। ଏହି ସୁବିଧାର ସୁଫଳ ୨୩ଟି ପଞ୍ଚାୟତର ୨୨୭ ଜଣ ହିତାଧିକାରୀ ଉପକୃତ ହେବେ। ଶୁକ୍ରବାର ଟଙ୍କା ଫେରସ୍ତର ଶେଷ ଦିନ ରହିଥିଲା। ବ୍ଲକ କର୍ତ୍ତୃପକ୍ଷ ୩୩ ଲକ୍ଷ ଟଙ୍କା ସଂଗ୍ରହ କରିଛନ୍ତି। ଏମାନଙ୍କୁ ଆବାସ ଯୋଜନାରେ ସାମିଲ କରାଯାଇ ଅଗ୍ରାଧିକାର ଭିତ୍ତିରେ ଘର ଯୋଗାଇ ଦିଆଯିବ ବୋଲି ରାଜ୍ୟ ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ପକ୍ଷରୁ ନଭେମ୍ବରରେ ଘୋଷଣା କରାଯାଇଥିଲା। ଉକ୍ତ ବ୍ଲକର ୭୫ ହିତାଧିକାରୀ ଟଙ୍କା ଫେରସ୍ତ ପାଇଁ ଆବେଦନ କରିଥିଲେ। ଚଳିତ ମାସ ଶେଷ ପର୍ଯ୍ୟନ୍ତ ଫେରସ୍ତ ଅବଧି ବଢ଼ାଇବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା

ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ…

ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି

କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri