Posted inଜାତୀୟ

ଟଙ୍କାଏରେ ମିଳୁଛି ପେଟପୁରା ଭୋଜନ: ଆଗକୁ ମିଳିବ ମଧ୍ୟାହ୍ନ ଭୋଜନରେ ମିଠା ଓ ସକାଳ ଜଳଖିଆ

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀର ନୋଏଡାସ୍ଥିତ ସେକ୍ଟର-୫୫ରେ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଟଙ୍କାଏରେ ଲୋକଙ୍କୁ ପେଟପୁରା ଭୋଜନ ମିଳୁଛି। ଅଗଷ୍ଟ ୨୩ରୁ ଏହି ଯୋଜନା ଆରମ୍ଭ ହୋଇଛି। ଶ୍ରୀ ଚିତ୍ରଗୁପ୍ତ ସଭା ଟ୍ରଷ୍ଟ୍‌ ଏବଂ ଶ୍ରୀ ନାରାୟଣ ସାଂସ୍କୃତିକ ଚେତନା ନ୍ୟାସ ପକ୍ଷରୁ ମଧ୍ୟାହ୍ନରେ ଲୋକଙ୍କୁ ଭାତଡାଲି ଏବଂ ଦହିଭାତ ଯୋଗାଇ ଦିଆଯାଉଛି। ସପ୍ତାହରେ ରବିବାରକୁ ଛାଡ଼ି ଅନ୍ୟ ୬ଦିନ ଏଭଳି କରାଯିବ ବୋଲି ସଂସ୍ଥା ପକ୍ଷରୁ କୁହାଯାଇଛି। ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଏହା ଉପଲବ୍ଧ ହେଉଛି। ଆଗାମୀ ଦିନରେ ମିଠାକୁ ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ କରାଯିବ। ଏହି ଯୋଜନା ୩ ମାସ ସଫଳ ରହିଲେ ପରେ ସକାଳର ଜଳଖିଆ ମଧ୍ୟ ଟଙ୍କାଏରେ ଯୋଗାଇ ଦିଆଯିବ ବୋଲି ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri