ଟପ୍‌ କ୍ୟାଡର ମାଓବାଦୀ ନେତା ପାପା ରାଓଙ୍କ ମୃତ୍ୟୁ ନେଇ ଚର୍ଚ୍ଚା

ମାଲକାନଗିରି, ୨୩ା୧(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ସୁକମା ଅଞ୍ଚଳରେ ସର୍ବଦା ନିଜ ଆଧିପତ୍ୟା ଜାହିର ରଖିଥିବା ମୋଷ୍ଟ ଓ୍ବାଣ୍ଟେଡ ତଥା ଟପ କ୍ୟାଡର ମାଓବାଦୀ ନେତା ପାପା ରାଓଙ୍କ ମୃତ୍ୟୁ ହୋଇଥିବା ଚର୍ଚ୍ଚା ହେଉଛି। ଗତ କିଛିଦିନ ଧରି ପାପା ଅସୁସ୍ଥ ଥିଲେ। ଏଥିପାଇଁ ସେ ସଙ୍ଗଠନ ପାଇଁ କିଛି କାମ କରିପାରୁ ନ ଥିଲେ। ଦେହ ଖରାପ ହେବାରୁ ସେ ତାଙ୍କ ଶ୍ୱଶୁର ଘର ସରପଞ୍ଚପାରାକୁ ଯାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଚର୍ଚ୍ଚା ହେଉଛି। ପାପା ମାଓବାଦୀ କ୍ୟାଡର ନେତା ରମାନ୍ନାଙ୍କ ଡାହାଣ ହାତ ଥିଲେ। ରାମାନ୍ନାଙ୍କ ମୃତ୍ୟୁ ପରେ ପାପାଙ୍କୁ ସଙ୍ଗଠନର ସବୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା ଅନେକ ବଡ ବଡ ହିଂସାକାଣ୍ଡର ମାଷ୍ଟର ମାଇଣ୍ଡ ଥିଲେ ପାପା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ସଂରକ୍ଷିତ ରାୟ ୩ ମାସରେ ଘୋଷଣା କର

ନୂଆଦିଲ୍ଲୀ,୩୦ା୫: ରାୟ ପ୍ରଦାନରେ ଅତ୍ୟଧିକ ବିଳମ୍ବ ପକ୍ଷମାନଙ୍କର ଅପୂରଣୀୟ କ୍ଷତି ଘଟାଉଥିବା ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ରାୟ ସଂରକ୍ଷଣ ରଖିବାର ୩ ମାସ ମଧ୍ୟରେ ଘୋଷଣା କରିବାକୁ…

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ।…

ଡ୍ରୋନ୍‌ ଯୋଗେ ପାକ୍‌ ଏଜେଣ୍ଟଙ୍କ ପାଖକୁ ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦ା୫: ପାକିସ୍ତାନ ସହ ସମ୍ପୃକ୍ତ ଥିବା ଆତଙ୍କବାଦୀ ଷଡ଼ଯନ୍ତ୍ର ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ୪ ରାଜ୍ୟର ୧୨ଟି ସ୍ଥାନରେ ଚଢ଼ାଉ କରିଛି। ଭାରତର…

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri