Posted inଖେଳ

ଟପ୍‌ ଟେନ୍‌ରେ ହୋଣ୍ଡା ଇଣ୍ଡିଆ ରେସିଂ ଟିମ୍‌

ଭୁବନେଶ୍ୱର, ୧୪ା୮ (ସ୍ପୋଟର୍‌ସ ବ୍ୟୁରୋ)-ଚାଇନାର ଝୁଆଇ ସର୍କିଟରେ ଅନୁଷ୍ଠିତ ଏସିଆ ରୋଡ୍‌ ରେସିଂ ଚାମ୍ପିୟନଶିପ୍‌ (ଏଆର୍‌ଆର୍‌ସି)ର ୨ୟ ରେସ୍‌ରେ ଆଇଡେମିସୁ ହୋଣ୍ଡା ରେସିଂ ଇଣ୍ଡିଆ ଟିମ୍‌ ପ୍ରଭାବୀ ପ୍ରଦର୍ଶନ କରିଛି। ଚାଳକ ରାଜୀବ ଟପ୍‌ ୧୦ରେ ସ୍ଥାନ ସହ ଦଳ ପାଇଁ ୬ ପଏଣ୍ଟ ଆଣି ଦେଇଛନ୍ତି। ଟିମ୍‌ର ଅନ୍ୟତମ ଚାଳକ ସେନ୍ଥିଲ କୁମାର ତାଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବା ସହ ୧୭ତମ ସ୍ଥାନରେ ରହିଥିଲେ। ମାଲେସିଅରେ ହେବାକୁଥିବା ପରବର୍ତ୍ତୀ ରେସ୍‌ରେ ଟିମ୍‌ ଆହୁରି ଭଲ ପ୍ରଦର୍ଶନ କରିବ ବୋଲି ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ ଲିମିଟେଡ୍‌, ବ୍ରାଣ୍ଡ୍‌ ଆଣ୍ଡ୍‌ କମ୍ୟୁନିକେଶନର ଉପସଭାପତି ପ୍ରଭୁ ନାଗରାଜ ଆଶା ପ୍ରକାଶ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ…

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri