Posted inଫୁରସତ

ଟାଇଟନ୍‌କୁ ଯିବ ରୋଟରକ୍ରାଫ୍ଟ

ପୃଥିବୀରେ ଜୀବ ଜଗତ ଆରମ୍ଭ ହେବା ସମୟରେ ଯେଭଳି ବାୟୁମଣ୍ଡଳ ଥିଲା ତାହା ସେଠାରେ ରହିଛି ବୋଲି ନାସାର ଗବେଷକମାନେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ ଗବେଷକମାନେ ଟାଇଟନ୍‌କୁ ଏକ ଯାନ ପଠାଇବାର ଯୋଜନା କରିଛନ୍ତି ଯାହାର ୮ଟି ରୋଟର ରହିବ ଓ ଏହା ଏକ ବଡ ଡ୍ରୋନ ଭଳି ଉଡିପାରିବ। ଏହାକୁ ନାସାର ଡ୍ରଗନଫ୍ଲାଏ ମିଶନ କୁହାଯାଉଛି। ଏହି ମିଶନରେ ୨୦୨୬ରେ ଯାନ ପ୍ରେରଣ କରାଯିବ ଓ ତାହା ୨୦୩୪ରେ ଟାଇଟନ୍‌ରେ ପହଞ୍ଚତ୍ବ। ଏହି ରୋଟରକ୍ରାଫ୍ଟଟି ଟାଇଟନ୍‌ର ପ୍ରାୟ ଏକ ଡଜନରୁ ଊର୍ଦ୍ଧ୍ୱ ଅଞ୍ଚଳରେ ୧୭୫ କିଲୋମିଟର ଉଡି ତଥ୍ୟ ସଂଗ୍ରହ କରିବ। ଯାନଟି ଟାଇଟନ୍‌ର ପୃଷ୍ଠ, ନଦୀ, ଝରଣା ଓ ସମୁଦ୍ରରେ ଥିବା ତରଳ ପଦାର୍ଥ ଏବଂ ବାୟୁମଣ୍ଡଳ ଉପରେ ଅନୁଧ୍ୟାନ କରିବ। ଏହା ମଧ୍ୟ ସେଠାକାର ରାସାୟନିକ ପରିବର୍ତ୍ତନକୁ ଅନୁଧ୍ୟାନ କରିବ। ଟାଇଟନ୍‌ର ବାୟୁମଣ୍ଡଳରେ ଉଦ୍‌ଜାନ ଭରି ରହିଛି। ସେଠାେରେ ମିଥେନ ବାଦଲରୁ ମିଥେନ ବର୍ଷା ହୁଏ। ଏହାର ପୃଷ୍ଠଦେଶର ତାପମାତ୍ରା-୧୭୯ ଡିଗ୍ରୀ ସେଲସିୟସ। ଫୃଷ୍ଠଭୂମିର ଚାପ ପୃଥିବୀଠାରୁ ୫୦ଗୁଣ ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri