Posted inଖେଳ

ଟାଇଟଲ ସହ କୋର୍ଟକୁ ଫେରିଲେ ମୁରେ

ଲଣ୍ଡନ,୨୪।୬: ପୁରୁଷ ସିଙ୍ଗଲ୍ସ ବର୍ଗର ପୂର୍ବତନ ଶୀର୍ଷ ର଼୍ୟାଙ୍କ୍‌ଧାରୀ ଖେଳାଳି ଆଣ୍ଡି ମୁରେ ସଫଳତାର ସହ କୋର୍ଟକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ କୁଇନ୍ସ କ୍ଲବ ଟୁର୍ନାମେଣ୍ଟରେ ଡବଲ୍ସ ବର୍ଗର ଟାଇଟଲ ହାତେଇଛନ୍ତି। ୩୨ ବର୍ଷୀୟ ଖେଳାଳି ସ୍ପାନିଶ୍‌ ପାର୍ଟନର ଫେଲିସିଆନୋ ଲୋପେଜଙ୍କ ସହ ମିଶି ଏହି ସଫଳତା ପାଇଛନ୍ତି। ମୁରେ ଓ ଲୋପେଜଙ୍କ ଯୋଡ଼ି ଫାଇନାଲରେ ୭-୬(୮/୬), ୫-୭, ୧୦-୫ ସେଟ୍‌ରେ ଜୋ ସାଲିସବରି-ରଜୀବ ରାମଙ୍କୁ ହରାଇ ଦେଇଛନ୍ତି। ୩ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ଗତବର୍ଷ ଅଣ୍ଟାରେ ଅସ୍ତ୍ରୋପଚାର କରାଇବା ପରେ ପ୍ରଥମ ଥର ପାଇଁ କୌଣସି ଟାଇଟଲ ଜିତିଛନ୍ତି। ୩୭ ବର୍ଷୀୟ ଲୋପେଜଙ୍କ ସହ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଓ୍ବିମ୍ବେଲଡନ ଓପନରେ ଭାଗନେଉ ନ ଥିବାରୁ ମୁରେ ଦୁଃଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri