ଟାଟା ମ୍ୟାଜିକ୍‌ରୁ ୪୦ ଖଣ୍ଡ ଶାଳକାଠ ଜବତ: ମାଲିକ ଗିରଫ

ଭବାନୀପାଟଣା,୧୫।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ମୂଷାନାଳ ସେକ୍ସନ ପକ୍ଷରୁ ଲାଞ୍ଜି ପଞ୍ଚାୟତ ଜାମଚୁଆଠାରେ ଚଢ଼ାଉ ହୋଇଛି। ଏଥିରେ ଟାଟା ମ୍ୟାଜିକ୍‌ରୁ ୪୦ ଖଣ୍ଡ ଶାଳକାଠ ଜବତ କରାଯାଇଛି। ଗାଡ଼ିକୁ ବନ ବିଭାଗ ଅଟକ ରଖିଥିବା ବେଳେ ମାଲିକ ବିଭୀଷଣ ନାଗଙ୍କୁ ଗିରଫ କରିଛି।
ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ଶୁକ୍ରବାର ଭୋରରୁ ଜାମଚୁଆ ଗାଁର ବିଭୀଷଣ ନାଗ ତାଙ୍କ ଟାଟା ମ୍ୟାଜିକ (ଓଆର ୧୭ଜି ୪୫୯୧)ରେ ୪୦ ଖଣ୍ଡ ଶାଳକାଠ ନେଇ ଭଟାଙ୍ଗପଦର ଯାଉଥିଲେ। କୌଣସି ସୂତ୍ରରୁ ଖବର ପାଇ ମୂଷାନାଳ ସେକ୍ସନ ଫରେଷ୍ଟର ଚିନ୍ତାମଣି ମାଝିଙ୍କ ନେତୃତ୍ୱରେ ଏକ ଟିମ୍‌ ଗାଡିକୁ ଅଟକାଇ ଥିଲେ। ଗାଡି ଭିତରୁ ୪୦ ଖଣ୍ଡ ଚୌକାଠ ଜବତ କରିଥିଲେ। ଏହି ଚଢାଉରେ ମାଝିଙ୍କ ସମେତ ଫରେଷ୍ଟ ଗାର୍ଡ ଦେବରାଜ ବରଡେ ଓ ଲୋଚନ ମାଝି ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri