Posted inଜାତୀୟ

ଟାର୍ଗେଟରେ ଦିଲ୍ଲୀ: ଦୀପାବଳିରେ ୪ଶହ ସ୍ଥାନରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ,୨୦।୧୦: ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦ ରାଜଧାନୀ ଦିଲ୍ଲୀରେ ଏକ ବଡ ଆକ୍ରମଣ ଯୋଜନା କରୁଥିବା ସୂଚନା ଦେଇଛି ଗୁଇନ୍ଦା ସଂସ୍ଥା। ଏହି ଆତଙ୍କବାଦୀ ସଙ୍ଗଠନ ଦିଲ୍ଲୀର ପାଖାପାଖି ୪ଶହ ସ୍ଥାନକୁ ନିଜ ଟାର୍ଗେଟକୁ ନେଇଥିବା ଜଣାପଡିଛି। ଏଥିରେ ସାମିଲ ଅଛି ବଡ ବଡ ଅଟ୍ଟାଳିକା, ଜନଗହଳି ପୂର୍ଣ୍ଣ ବଜାର, ସମ୍ବେଦନଶୀଳ ଅଞ୍ଚଳ ଓ ଅତି ସମ୍ବେଦନଶୀଳ ଅଞ୍ଚଳ। ଏମିତି ସୂଚନା ପୂର୍ବରୁ ମିଳୁଥିଲେ ମଧ୍ୟ ଆସନ୍ତା ଦୀପାବଳିକୁ ଏମାନେ ଟାର୍ଗେଟ କରିଥିବା କୁହାଯାଉଛି। ଏବେ ଗୁଇନ୍ଦା ସଂସ୍ଥାର ଏହି ସୂଚନାକୁ ଗୁରୁତ୍ୱ ଦେଇ ରାଜଧାନୀର ଅଧିକାଂଶ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ଘଟଣାରେ ବଙ୍ଗଳା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ; ୫ ଅଭିଯୁକ୍ତ ଗିରଫ

ସୋନାରପୁର,୩୧।୫: ତୃଣମୂଳ କଂଗ୍ରେସ (ଟିଏମସି)ର ଜାତୀୟ ସାଧାରଣ ସମ୍ପାଦକ ଏବଂ ଏମପି ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି।…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri