Posted inଖେଳ

ଟି-୨୦ରେ ଏହି ଭାରତୀୟ ବୋଲରଙ୍କ ନାଁରେ ଲଜ୍ଜାଜନକ ରେକର୍ଡ ରହିଛି

କ୍ରିକେଟରେ ତ ଅନେକ ରେକର୍ଡ ସୃଷ୍ଟି ହୁଏ ଏବଂ ଅନେକ ରେକର୍ଡ ଭାଙ୍ଗେ, ହେଲେ ଏମିତି କଛି ରେକର୍ଡ ଅଛି ଯାହାକୁ କୌଣସି ଖେଳାଳି କିମ୍ବା ଟିମ ନିଜ ନାଁରେ କରିବାକୁ ଚାହିଁବେ ନାହିଁ। ଏଭଳି ଏକ ଲଜ୍ଜାଜନକ ରେକର୍ଡ ଜଣେ ଭାରତୀୟ ବୋଲରଙ୍କ ନାଁରେ ଅଛି। ଏହି ବୋଲର ହେଲେ ଷ୍ଟୁଆର୍ଟ ବିନି। ଏପର୍ଯ୍ୟନ୍ତ ମାତ୍ର ୩ଟି ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ ଖେଳିଛନ୍ତି। ସେଥିମଧ୍ୟରେ ସେ ଏଭଳି ରେକର୍ଡର ଅଧିକାରୀ ହୋଇଛନ୍ତି। ଅଗଷ୍ଟ ୨୦୧୬ରେ ଖେଳାଯାଇଥିବା  ୱେଷ୍ଟଇଣ୍ଡିଜ ବିପକ୍ଷ ମାଚରେ ଗୋଟିଏ ଓଭର ବୋଲିଂ କରି ୩୨ ରନ ଦେଇଥିଲେ। ଏହି ଓଭରରେ ସେ ପ୍ରଥମ ୫ଟି ବଲରେ ୫ଟି ଛକା ଖାଇଥିବାବେଳେ ଶେଷ ବଲରେ ୨ରନ ଦେଇଥିଲେ। ଏହା ପରେ ତାଙ୍କୁ ଆଉ ବୋଲିଂ କରିବାକୁ ଦିଆଯାଇ ନ ଥିଲା। ଫଳରେ ତାଙ୍କର ଏହି ମ୍ୟାଚରେ ବୋଲିଂର ଇକ୍ନୋମିକ ରେଟ ଥିଲା ୩୨।


Enter your email to get our daily news in your inbox.

All Right Reserved By Dharitri.Com

ଚାରି ବର୍ଷ ଧରି ଟିମ ଇଣ୍ଡିଆକୁ ଫେରିପାରିନାହାଁନ୍ତି ମୟଙ୍କ ଅଗ୍ରୱାଲ; ଏବେ, ଖେଳିବା ପାଇଁ ଏହି ଦେଶକୁ ଯିବେ

ନୂଆଦିଲ୍ଲୀ,୧।୯: ଗତ ଚାରି ବର୍ଷ ଧରି ଟିମ ଇଣ୍ଡିଆକୁ ଫେରିବା ପାଇଁ ଆଶା ରଖିଥିବା ମୟଙ୍କ ଅଗ୍ରୱାଲ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସେ ଏବେ ଇଂଲଣ୍ଡରେ…

ଭଞ୍ଜନଗର ସ୍ବତନ୍ତ୍ର କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: କର୍ମଚାରୀ ଅଭାବ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ବେସରକାରୀ ପରିଦର୍ଶକମାନେ ଗଞ୍ଜାମ ଜିଲା ଭଞ୍ଜନଗର ସ୍ବତନ୍ତ୍ର କାରାଗାରକୁ ଯାଇ ସେମାନଙ୍କ ଖାଦ୍ୟ, ସ୍ବାସ୍ଥ୍ୟସେବା, ସର୍ବୋପରି ଜେଲ ପରିସର ପରିଷ୍କାର ଓ ପରିଚ୍ଛନ୍ନତା ଉପରେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଆଗରେ ବର୍ଷିଲେ ମୋଦି: କହିଲେ, ବନ୍ଦ କର ନଚେତ୍‌…

ନୂଆଦିଲ୍ଲୀ,୧।୯: ସାଂଘାଇ ସହଯୋଗ ସଂଗଠନ (SCO)ର ୨୬ତମ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତଙ୍କବାଦ ପ୍ରସଙ୍ଗରେ ଏକ ଦୃଢ଼ ମତ ଗ୍ରହଣ କରି କହିଛନ୍ତି। କେବଳ…

ବଦଳିବ ବ୍ୟାଙ୍କିଂ -UPI ସିଷ୍ଟମ! କ’ଣ ଏହି ‘ୱାନ ନେଶନ, ୱାନ ଟାଇମ’ ନୀତି, ଜାଣନ୍ତୁ…

ନୂଆଦିଲ୍ଲୀ,୧।୯: ଡିଜିଟାଲ ଦୁନିଆରେ ଏକ ସେକେଣ୍ଡର ହଜାର ଭାଗରୁ ମଧ୍ୟ ଛୋଟ ସମୟର ପାର୍ଥକ୍ୟ ଅନେକ ସମୟରେ ବଡ଼ ପ୍ରଭାବ ପକାଇଥାଏ। କେତେବେଳେ UPI ପେମେଣ୍ଟ ଅଟକିଯାଏ,…

ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆହତ; ଆଫଗାନିସ୍ତାନ ଟି-୨୦ ସିରିଜ ପାଇଁ ଫେରିବେ ନାହିଁ!

ନୂଆଦିଲ୍ଲୀ,୧।୯: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ପରେ ଆଉ ଏକ ଝଟକା ଲାଗିଛି। ସେପ୍ଟେମ୍ବର ୧୩ରୁ ଆରମ୍ଭ ହେଉଥିବା ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜରେ ସେ…

ମଝି ଆକାଶରେ IndiGo ଫ୍ଲାଇଟ୍‌ର ଇଞ୍ଜିନ୍‌ ହେଲା ଖରାପ! ତା’ପରେ…

ନୂଆଦିଲ୍ଲୀ,୧।୯: ଇଣ୍ଡିଗୋର ବିମାନ 6E 2102 ମଙ୍ଗଳବାର ସକାଳେ ଗୋଆରୁ ଦିଲ୍ଲୀ ଅଭିମୁଖେ ଉଡ଼ାଣ ଭରିଥିଲା। ଉଡ଼ାଣର କିଛି ସମୟ ପରେ ବିମାନର ଗୋଟିଏ ଇଞ୍ଜିନ୍‌ରେ ତ୍ରୁଟି…

ନେପାଳ ବନ୍ୟାର ଛାତିଥରା ଦୃଶ୍ୟ; ଗୋଟିଏ ଘରୁ ମିଳିଲା ୨୩ ମୃତଦେହ, ମା’ କୋଳକୁ ଜାବୁଡ଼ି ଧରିଥିଲା ଛୁଆ

କାଠମାଣ୍ଡୁ,୧।୯: ନେପାଳରେ ଭୟଙ୍କର ବନ୍ୟା ଓ ଭୂସ୍ଖଳନ ପରେ ଧ୍ୱଂସର ଚିତ୍ର ଦିନକୁ ଦିନ ସାମ୍ନାକୁ ଆସୁଛି । ବନ୍ୟାରେ ଏପର୍ଯ୍ୟନ୍ତ ୯୬୨ ଜଣଙ୍କ ମୃତ୍ୟୁ ହୋଇଥିବା…

ଗାଁରେ ପହଞ୍ଚିଲାନି ଆମ୍ବୁଲାନ୍ସ: ପୁଅକୁ କାନ୍ଧରେ ବୋହିଲେ ମା’, ପରେ ଖଟିଆରେ….

ପାଟଣା, ୧।୯ (ବୀର କିଶୋର ଦାଶ): ଲଗାଣ ବର୍ଷାରେ ନାଳ ଉପରେ ଥିବା ପୋଲ ଧୋଇଯିବାରୁ ଗାଁ ଭିତରକୁ ଯାଇପାରିଲା ନାହିଁ ଆମ୍ବୁଲାନ୍ସ। ଶେଷରେ ଗୁରୁତର ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri