ଟିଆରପି ମାମଲାରେ ଅନୁପମାର ଜବାବ ନାହିଁ

ନୂଆଦିଲ୍ଲୀ,୧୦।୧୨- ଚଳିତ ବର୍ଷର ୪୮ତମ ସପ୍ତାହ ବହୁ ଟିଭି ଶୋ ପାଇଁ ଭଲ ରହିଛି। କିଛି ସିରିଏଲ ପୂର୍ବଭଳି ଟିଆରପି ଲିଷ୍ଟରେ ଜମି ରହିଥିବାlବେଳେ କିଛି ପୁରୁଣା ଶୋ ଜବରଦସ୍ତ ଏଣ୍ଟ୍ରି ମାରିଛନ୍ତି। ଚଳିତ ସପ୍ତାହର ଟିଆରପି ଲିଷ୍ଟରେ ଶୀର୍ଷରେ ରହିଛି ଅନୁପମା। ଦୀର୍ଘ ଦିନ ହେଲା ନମ୍ବର ଓ୍ବାନ ପୋଜିଶନରେ ରହିଛି ଷ୍ଟାର ପ୍ଲସରେ ପ୍ରସାରିତ ହେଉଥିବା ରୂପା ଗାଙ୍ଗୁଲିଙ୍କ ଏହି ସିରିଏଲ।

ଏହା ପଛକୁ ରହିଛି କୁଣ୍ଡଲି ଭାଗ୍ୟ। ଏହି ସିରିଏଲରେ ଗତ କିଛି ଦିନ ହେଲା ଟୁଇଷ୍ଟ ପରେ ଟୁଇଷ୍ଟ ଦେଖିବାକୁ ମିଳୁଛି। ଏହି ତାଲିକାରେ ଏଣ୍ଟ୍ରି କରିଛି ସିଙ୍ଗିଙ୍ଗ୍‌ ରିଆଲିଟି ଶୋ ଇଣ୍ଡିଆନ ଆଇଡଲ। ନେହା କକ୍କଡଙ୍କ ଏହି ଶୋ’ ଆରମ୍ଭ ହେବାର ଦୁଇ ସପ୍ତାହରେ ହିଁ ଟପ୍‌ ଟିଆରପି ତାଲିକାରେ ସ୍ଥାନ ହାସଲ କରିଛି। କମେଡି ସିରିଏଲ ତାରକା ମେହତା କା ଉଲ୍ଟା ଚଶମା ତାଲିକାର ୬ଷ୍ଠ ସ୍ଥାନରେ ରହିଛି। ଦୀର୍ଘ ବର୍ଷ ହେଲା ଚାଲିଥିବା ଏହି ସିରିଏଲ କିଛି ମାସ ତଳେ ଟପ୍‌ ଟିଆରପି ଲିଷ୍ଟରୁ ଗାଏବ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?