ବନ୍ତ,୮ା୪(ଡି.ଏନ୍.ଏ.)-ଭଦ୍ରକ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାଶ ବନ୍ତ ବ୍ଲକ ପରିଦର୍ଶନରେ ଆସି ଗୋବିନ୍ଦପୁର, ଷେଣ୍ଢତୀରା, ପଧାନପଡା, ରାମପୁର ଆଦି ପଞ୍ଚାୟତରେ ଟିଏମ୍ସି(ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର) ବୁଲି ଦେଖିଥିଲେ। ଉକ୍ତ କେନ୍ଦ୍ରରେ ଅଧିକ ଶଯ୍ୟା ବୃଦ୍ଧି କରିବା ପାଇଁ ପରାମର୍ଶ ଦେଇଥିଲେ। ଏଥିସହ ପଧାନପଡା ପଞ୍ଚାୟତରେ ଦୁବାଇରୁ ଫେରିଥିବା ବ୍ୟକ୍ତିଙ୍କ ଯାତ୍ରା ଇତିହାସ ପଚାରି ବୁଝିବା ସହ ରାମପୁର ପଞ୍ଚାୟତ ଅଳଉତି ଗ୍ରାମର ଅଗ୍ନିବିପନ୍ନ ପରିବାରଙ୍କୁ ଭେଟିଥିଲେ। ତାଙ୍କ ସହ ତହସିଲଦାର ଇନ୍ଦିରା ସାହୁ, ବିଡିଓ ରେବେକା ବିଲୁଙ୍ଗ ଓ ୪ ପଞ୍ଚାୟତର ସରପଞ୍ଚ ଉପସ୍ଥିତ ଥିଲେ ା
Posted inଆମ ଜିଲା ଖବର, ଭଦ୍ରକ View All
୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ
ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...
ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...
ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…
ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍: ପୁରୁଷୋତ୍ତମପୁର ଏସ୍ଡିପିଓ, ଗଞ୍ଜାମ ଥାନା ପ୍ରଥମ
ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍ ନେଟ୍ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍ଏସ୍) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍...
ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …
ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...
ଗଞ୍ଜାମ ଜିଲା ଭାଜପା ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...
Archives


