Posted inଜାତୀୟ

ଟିଏମ୍‌ସି, ସିପିଆଇ ଏବଂ ଏନ୍‌ସିପି ଉପରେ ଝୁଲୁଛି ଖଣ୍ଡା: ରଦ୍ଦ ହୋଇପାରେ ଜାତୀୟ ରାଜନୈତିକ ଦଳ ମାନ୍ୟତା

ନୂଆଦିଲ୍ଲୀ,୨୯।୮: ଟିଏମ୍‌ସି, ସିପିଆଇ ଏବଂ ଏନ୍‌ସିପି ଉପରେ ଜାତୀୟ ରାଜନୈତିକ ଦଳ ମାନ୍ୟତା ହରାଇବା ଖଣ୍ଡା ଝୁଲୁଛି। ଲୋକ ସଭା ନିର୍ବାଚନରେ ଜାତୀୟ ରାଜନୈତିକ ଦଳ ମାନ୍ୟତା ଲାଗି ଆବଶ୍ୟକ ପ୍ରତିଶତ ଭୋଟ ସମ୍ପୃକ୍ତ ଦଳ ହାସଲ କରିପାରି ନ ଥିଲେ। ଏନେଇ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଚଳିତ ବର୍ଷ ଜୁନ୍‌ ୧୯ରେ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଥିଲା। ଏହାର ଉତ୍ତରରେ ଟିଏମ୍‌ସି ଏବଂ ସିପିଆଇ ପକ୍ଷରୁ ୨୦୨୪ ଲୋକସଭା ନିର୍ବାଚନ ପର୍ଯ୍ୟନ୍ତ ସୁଯୋଗ ଦେବାକୁ ଅନୁରୋଧ କରାଯାଇଥିଲା। ନିର୍ବାଚନ ଆୟୋଗଙ୍କ ଅନୁସାରେ ପୂର୍ବରୁ ଏଭଳି ପ୍ରସଙ୍ଗରେ କୋହଳ ମନୋଭାବ ପୋଷଣ କରାଯାଇଛି। ତେବେ ଏବେ ଏହି ୩ ରାଜନୈତିକ ଦଳଙ୍କୁ ନିଜର ପକ୍ଷ ରଖିବା ପାଇଁ ଶେଷ ସୁଯୋଗ ଦିଆଯିବ ବୋଲି ନିର୍ବାଚନ ଆୟୋଗଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ମୋଦି, Gen-Z ଙ୍କ ସହ ମିଶିବା ପାଇଁ Insta ଖୋଲନ୍ତୁ…

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ମନ୍ତ୍ରୀମାନଙ୍କୁ ଜେନ୍-ଜି (Gen-Z) ବା ଆଜିକାଲିର ଯୁବବର୍ଗଙ୍କ ସହ ଯୋଡ଼ିହେବା ପାଇଁ ଇନ୍‌ଷ୍ଟାଗ୍ରାମ୍ (Instagram) ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି।…

କ୍ୟାବିନେଟ ମିଟିଂ ପରେ ଧର୍ମେନ୍ଦ୍ରଙ୍କୁ ନେଇ ଆସିଲା ବଡ଼ ଖବର, ଇସ୍ତଫା…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ।…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ…

ବାଂଲାଦେଶକୁ ବଡ଼ ଝଟକା, ଇସ୍ତଫା ଦେଲେ ରାଷ୍ଟ୍ରପତି

ଢାକା,୨୪।୭: ବାଂଲାଦେଶ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ୨୪ ଜୁଲାଇ, ୨୦୨୬ରେ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ସଂସଦର ବାଚସ୍ପତିଙ୍କୁ ଏକ…

ଭୟଙ୍କର ଦୁର୍ଘଟଣା, ଗାଡ଼ି ଉପରେ ଖସି ପଡ଼ିଲା ମାଟି ଅତଡ଼ା, ୧୩ ମୃତ

ପାଙ୍ଗି,୨୪।୭: ସାରା ଦେଶରେ ମୌସୁମୀ ବର୍ଷା ଜାରି ରହିଛି। କିଛି ଅଞ୍ଚଳ ଏବେ ବି ବର୍ଷା ଅପେକ୍ଷାରେ ଥିବା ବେଳେ, ପାହାଡ଼ି ରାଜ୍ୟ ସମେତ ଅନ୍ୟାନ୍ୟ ଅନେକ…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri