Posted inଜାତୀୟ

ଟିଏମ୍‌ସିକୁ ପୁଣି ଲାଗିଲା ଧକ୍କା ୧୨ କାଉନ୍‌ସିଲରଙ୍କ ସହ ଜଣେ ବିଧାୟକ ଭାଜପାରେ ସାମିଲ

ନୂଆଦିଲ୍ଲୀ,୧୭।୬: ପଶ୍ଚିମବଙ୍ଗରେ ଗତ ଲୋକ ସଭା ନିର୍ବାଚନ ବେଳରୁ ଭାଜପା ଓ ତ୍ରୁଣ ମୂଳ କଂଗ୍ରେସ(ଟିଏମ୍‌ସି) ମଧ୍ୟରେ ତୁତୁମେମେ ଲାଗି ରହିଛି। ଇତି ମଧ୍ୟରେ କେତେଜଣ ଟିଏମ୍‌ସି ନେତା ପୂର୍ବରୁ ଭାଜପାରେ ମିଶିଥିବା ବେଳେ ସୋମବାର ଆହୁରି ୧୨ ଜଣ କାଉନସିଲର ଓ ଜଣେ ବିଧାୟକ ଭାଜପା ହାତ ଧରିଛନ୍ତି। ଫଳରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏହା ଶକ୍ତ ଧକ୍କା ଲାଗିଛି ବୋଲି କୁହାଯାଉଛି। ଏମାନଙ୍କ ମଧ୍ୟରେ ଥିବା ନୌପଡା ବିଧାୟକ ସୁନିଲ ସିଂ ଓ ଅନ୍ୟମାନେ ଭାଜପା ନେତା ବିଜୟ ଭର୍ଜିୟା ଓ ମୁକୁଲ ରାୟଙ୍କ ଉପସ୍ଥିତିରେ ଭାଜପାରେ ମିଶିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଡବଲ ଉପହାର! ୨୦% ଅତିରିକ୍ତ DA ସହ ଆଗୁଆ ମିଳିବ ଦରମା

ନୂଆଦିଲ୍ଲୀ, ୩୧।୭: ପଶ୍ଚିମବଙ୍ଗ ସରକାରଙ୍କ କର୍ମଚାରୀମାନଙ୍କ ପାଇଁ ଏକ ବଡ଼ ଖୁସିଖବର। ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଦୁର୍ଗାପୂଜା ପୂର୍ବରୁ କର୍ମଚାରୀମାନଙ୍କୁ ଅକ୍ଟୋବର ମାସରୁ ୨୦…

ପାକିସ୍ତାନରେ ନୂଆ ‘କକ୍ରୋଚ ପାର୍ଟି’ର ଏଣ୍ଟ୍ରି: ମୁନିର-ଶେହବାଜଙ୍କ ଚିନ୍ତା ବଢ଼ାଇବା ଲୋକ କିଏ? ଜାଣନ୍ତୁ…

ଇସଲାମାବାଦ,୩୧।୭: ଭାରତରେ ଯେପରି ‘କକ୍ରୋଚ ଜନତା ପାର୍ଟି’ (CJP) ରହିଛି, ସେହି ଢାଞ୍ଚାରେ ବର୍ତ୍ତମାନ ପାକିସ୍ତାନରେ ଏକ ନୂତନ ଅନଲାଇନ ରାଜନୈତିକ ଗୋଷ୍ଠୀ ଦ୍ରୁତ ଗତିରେ ଚର୍ଚ୍ଚାରେ…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ଭାଜପା ଶିବିରରୁ ଆସିଲା ବଡ଼ ଖବର: ଇସ୍ତଫା ଦେଲେ ଏହି ନେତା!

ନୂଆଦିଲ୍ଲୀ,୩୧।୭: ଭାରତୀୟ ଜନତା ପାର୍ଟିର ମୁଖପାତ୍ର ଶେହଜାଦ ପୁନାୱାଲା ଭାଜପାରୁ ଇସ୍ତଫା ଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଭାଜପାରେ ଦୀର୍ଘ ଦିନରୁ ମୁଖପାତ୍ର ଥିବା ଶେହଜାଦ…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri